Odiaଭାରତୀୟ ସ୍ୱାଧିନତା ଆନ୍ଦୋଳନରେ ଅସୀମ ସାହସ ଓ ବୀରତ୍ବର ଦିଗଜ୍ଜ ଥିଲେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ
ଭାରତୀୟ ସ୍ୱାଧିନତା ଆନ୍ଦୋଳନ ଇତିହାସ ରେ ଯେଉଁ ଦୁଇଜଣଙ୍କୁ ଦୁର୍ଦଶ ନେତା ଭାବରେ ସର୍ବାଗ୍ରେ ଗ୍ରହଣ କରାଯାଏ, ସେ ଦୁଇଜଣ ହେଉଛନ୍ତି ନେତାଜୀ ସୁଭାଷ ଓ ବୀର ସୁରେନ୍ଦ୍ର ସାଏ। ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା [...]
Odiaଶ୍ରୀରାମ ଚରିତ ମାନସ: ବାଲ କାଣ୍ଡ
ବାଲ କାଣ୍ଡ ସୁନୁ ଗିରିଜା ହରିଚରିତ ସୁହାଏ । ବିପୁଲ ବିସଦ ନିଗମାଗମ ଗାଏ ॥ ହରି ଅବତାର ହେତୁ ଜେହି ହୋଈ । ଇଦମିତ୍ଥଂ କହି ଜାଇ ନ ସୋଈ ॥ ଭାବାର୍ଥ :- ଶ୍ରୀଶିବ କହିଲେ, ହେ ପାର୍ବତୀ ! ଶୁଣ, ସମସ୍ତ ବେଦ ଶାସ୍ତ୍ରାଦିରେ ଶ୍ରୀହରିଙ୍କର ସୁନ୍ଦର ରୂପେ ବିସ୍ତ୍ରୁତ ନିର୍ମଳ ଚରିତ୍ରର ଗାନ କରାଯାଇଛି । ଶ୍ରୀହରି ଙ୍କର ଅବତାର ଯେଉଁ କାରଣରୁ ହୋଇଥାଉ ନା କାହିଁକି, ତାହାକୁ ସଠିକ୍ ରୂପେ [...]
Odiaଗୀତା ଉପଦେଶ : ଆତ୍ମାର ମୃତ୍ୟୁ ନଥାଏ, ଏହା କେବଳ ତାର କଳେବର ପରିବର୍ତ୍ତନ କରିଥାଏ
ଗୀତା ଉପଦେଶ : ଆତ୍ମାର ମୃତ୍ୟୁ ନଥାଏ, ଏହା କେବଳ ତାର କଳେବର ପରିବର୍ତ୍ତନ କରିଥାଏ ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଦ୍ଵିତୀୟ ଅଧ୍ୟାୟରେ କହୁଛନ୍ତି : – ବାସାଂସି ଜୀର୍ଣ୍ଣାନି ଯଥା ବିହାୟ ନବାନି ଗୃହ୍ଣାତି ନରୋଽପରାଣି । ତଥା ଶରୀରାଣି ବିହାୟ ଜୀର୍ଣ୍ଣା- ନ୍ୟନ୍ୟାନି ସଂଯାତି ନବାନି ଦେହୀ। ଅର୍ଥାତ୍ ଶ୍ରୀକୃଷ୍ଣ କହୁଛନ୍ତି ଯେପରି ଜଣେ ବ୍ୟକ୍ତି ପୁରାତନ ବସ୍ତ୍ର ତ୍ୟାଗ କରି ନୂତନ ବସ୍ତ୍ର ଧାରଣ କରନ୍ତି। ସେହିପରି ଆତ୍ମା ମୃତ୍ୟୁ [...]
Odiaପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ବିଭିନ୍ନ ପ୍ରାସଙ୍ଗିକ ବିଷୟବସ୍ତୁ ଉପରେ ବିଚାରବିମର୍ଶ
ଭୁବନେଶ୍ବର – ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବ୍ରୁଆରୀ ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ । ଏଥିରେ ଆଦିକବି ସାରଳା ଦାସ, ଅତିବଡ଼ି ଜଗନ୍ନାଥ ଦାସ, କବିସମ୍ରାଟ ଉପେନ୍ଦ୍ର ଭଞ୍ଜ, ବ୍ୟାସକବି ଫକୀର ମୋହନ ସେନାପତିଙ୍କ ନାମରେ ନାମିତ ଚାରୋଟି କକ୍ଷରେ ଓଡ଼ିଆ ଭାଷାକୁ ନେଇ ବିଭିନ୍ନ ସମ୍ପାନରେ ପ୍ରାସଙ୍ଗିକ ବିଷୟବସ୍ତୁ ଉପରେ ତଥ୍ୟଭିତ୍ତିକ ବିଚାର ବିମର୍ଶ କରାଯିବ । ଏଥିରେ ଦେଶ ବିଦେଶର ଭାଷାବିତମାନେ [...]
Odiaବିଧାନସଭା ବାଚସ୍ପତିଙ୍କ ଆଦେଶ ବିରୋଧରେ ଠାକରେ ଗୋଷ୍ଠୀର ଆବେଦନ ଉପରେ ସିନ୍ଦେ ଓ ଅନ୍ୟ ବିଧାୟକଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ନୂଆଦିଲ୍ଲୀ: ଉଦ୍ଧବ ଠାକରେଙ୍କ ଏକ ପିଟିସନ ଉପରେ ସୁପ୍ରିମକୋର୍ଟ ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଅନ୍ୟ କେତେକ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି। ପିଟିସନରେ ଉଦ୍ଧବ ଠାକରେ ବିଧାନସଭା ବାଚସ୍ପତି ରାହୁଲ ନାର୍ଭେକରଙ୍କ ଆଦେଶକୁ ଚ୍ୟାଲେଞ୍ଜ କରିଛନ୍ତି । ନିକଟରେ ବାଚସ୍ପତି ନାର୍ଭେକର ମୁଖ୍ୟମନ୍ତ୍ରୀ ସିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ଦଳକୁ ‘ପ୍ରକୃତ ଶିବସେନା’ ବୋଲି ଘୋଷଣା କରିଥିଲେ। ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼, ଜଷ୍ଟିସ ଜେ.ବି ପାରଦିୱାଲା ଏବଂ ଜଷ୍ଟିସ ମନୋଜ ମିଶ୍ରଙ୍କ [...]
Odiaଶ୍ରୀରାମଙ୍କ ଭବ୍ୟ, ସୁନ୍ଦର ଓ ସୂକ୍ଷ୍ମ କଳାକୃତି କରିଛନ୍ତି ବ୍ରହ୍ମପୁରର ଯୁବ ଶିଳ୍ପୀ
ବ୍ରହ୍ମପୁର: ସାରା ଦେଶ ଏବେ ଶ୍ରୀରାମ ନାମ ଜପରେ ଝୁମି ଉଠିଛି। ଅଯୋଧ୍ୟାରେ ତ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିରର ପ୍ରାଣ ପ୍ରତିଷ୍ଠା ହୋଇଛି ତେବେ ଗଞ୍ଜାମ ଜିଲ୍ଲା ତଥା ବ୍ରହ୍ମପୁର ମହାନଗରର ଯୁବ ଶିଳ୍ପୀମାନେ ଏହି ଅବସରରେ ନିଜ କଳାକୌଶଳ ପ୍ରଦର୍ଶନ କରିଛନ୍ତି। ଯୁବ ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା ପଥର, କାଠ ଓ ଚକଖଡିରେ ପୁରୁଷୋତ୍ତମ ଶ୍ରୀରାମଙ୍କ ମୂର୍ତ୍ତି ଓ ମନ୍ଦିରର ପ୍ରତିକୃତି ନିର୍ମାଣ କରିଛନ୍ତି। ୧ ସେଣ୍ଟିମିଟର ଓସାର, ୨ ସେମି [...]
Odiaଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର – ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ତେମ୍ଜେଙ୍ଗ ୱାପଙ୍ଗ ଆଓଙ୍କୁ ପବ୍ଲିକ ଏଣ୍ଟରପ୍ରାଇଜର୍ସ ସଚିବ ଭାବେ ନିଯୁକ୍ତ କରାଯାଇଛି। ଶ୍ରୀକାନ୍ତ ପୃଷ୍ଟିଙ୍କୁ ହେଲେ ଉତ୍ତରାଞ୍ଚଳ ଆର୍ଡିସି ଦାୟିତ୍ବ ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କୁ ବଦଳି କରାଯାଇଛି । ତାଙ୍କୁ କେନ୍ଦ୍ରାଞ୍ଚଳ ଆର୍ଡିସି ଭାବେ ନୂଆ ନିଯୁକ୍ତି ଦିଆଯାଇଥିବା ବେଳେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ହେଲେ ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ ହୋଇଛନ୍ତି। ବିଭିନ୍ନ ଜିଲ୍ଲାର [...]
Odiaକ୍ୟାବିନେଟ୍ ନିଷ୍ପତ୍ତି: ନରାଜ ନିକଟରେ ହେବ ଇଭି କାରଖାନା , ଆଉ ୬ ଜିଲ୍ଲାରେ କୋରାପୁଟ କଫି ଚାଷ
ଭୁବନେଶ୍ୱର – ଓଡ଼ିଶାରେ ପ୍ରତିଷ୍ଠା ହେବ ବୈଦ୍ୟୁତିକ ଯାନ- ଇଭି ନିର୍ମାଣ କାରଖାନା । ଏ ସମ୍ପର୍କିତ ପ୍ରସ୍ତାବ କ୍ୟାବିନେଟରେ ଗୃହୀତ ହୋଇଛି। ନରାଜ ନିକଟରେ ଏହି କାରଖାନା ପ୍ରତିଷ୍ଠା କରିବ ଜେଏସଡବ୍ଲୁ । କାରଖାନା ନିର୍ମାଣ ପାଇଁ ନିବେଶ ୪୦ ହଜାର କୋଟି ଟଙ୍କା ନିବେଶ ହେବ । ଇଭି କାରଖାନାରେ ପ୍ରାୟ ୧୨ ହଜାର ଲୋକ ନିଯୁକ୍ତି ପାଇବେ । ଏହା ହେବ ଗୋଟିଏ ଜାଗାରେ ଦେଶର ସବୁଠାରୁ ବଡ଼ ଇଭି କାରଖାନା । [...]
Odiaକ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ, ଲିଜ୍ ସୂତ୍ରରେ ସରକାରୀ ଜମି ହେବ ସ୍ଥିତିବାନ୍
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ବିଭାଗର ୧୪ଟି ପ୍ରସ୍ତାବକୁ ମୋହର ବାଜିଛି । ୧୫ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇ ୧୪ଟି ମଞ୍ଜୁର ହୋଇଛି ବୋଲି ବୈଠକ ପରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ବୈଠକରେ ରାଜସ୍ୱ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି। ନିଷ୍ପତ୍ତି ଅନୁସାରେ ବିଡିଏ, ସିଡିଏ, ହାଉସିଂବୋର୍ଡ ଜମିର ସ୍ଥିତିବାନ ସ୍ୱତ୍ତ୍ୱ ପାଇଁ [...]
Odiaଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟରୁ ଓହରିଲେ କୋହଲି
ନୂଆଦିଲ୍ଲୀ: ବିରାଟ କୋହଲି ବ୍ୟକ୍ତିଗତ କାରଣରୁ ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟରୁ ଓହରି ଯାଇଛନ୍ତି । ବିସିସିଆଇ ‘ଏକ୍ସ’ (ପୂର୍ବରୁ ଟ୍ୱିଟର)ରେ ଏହି ସୂଚନା ଦେଇଛି। ଭାରତ ଓ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଜାନୁୟାରୀ ୨୫ରୁ ଆରମ୍ଭ ହେବ । ଏଥିପାଇଁ ଟିମ୍ ଇଣ୍ଡିଆ ହାଇଦ୍ରାବାଦରେ ପହଞ୍ଚି ପ୍ରସ୍ତୁତି ଆରମ୍ଭ କରିଛି । ତେବେ କୋହଲି ପ୍ରଥମ ଦୁଇଟି ଟେଷ୍ଟରୁ ଓହରିବା ଭାରତୀୟ ଦଳ ପାଇଁ ଏକ ଝଟକା । [...]
