Odiaଓଡ଼ିଶା ଜଙ୍ଗଲରେ ବିରଳ ପ୍ରଜାତିର କଳାବାଘ ପରିବାର
ଭୁବନେଶ୍ୱର – ଓଡ଼ିଶା ଜଙ୍ଗଲରେ କଳା ବାଘ ପରିବାର ବୁଲୁଥିବା ଦେଖାଦେଇଛି। ୪ଟି ବିରଳ କଳା ବାଘ ଜଙ୍ଗଲରେ ଏକାଠି ବୁଲୁଥିବାର ଦୃଶ୍ୟ ବନ ବିଭାଗ କ୍ୟାମେରାରେ କଏଦ ହୋଇଛି । କଳା ବାଘଙ୍କ ପରିବାର ଓଡ଼ିଶା ଜଙ୍ଗଲରେ ବୁଲୁଥିବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ । ଓଡ଼ିଶା ଜଙ୍ଗଲରେ ବିରଳ ମେଲାନିଷ୍ଟକ୍ ବାଘଙ୍କ ପରିବାରର ଭିଡିଓ ଅତ୍ୟନ୍ତ ରୋଚକ । ୪ଟି ବିରଳ କଳା ବାଘଙ୍କ ମଧ୍ୟରୁ ଗୋଟିଏ [...]
Odiaଆଜିଠୁ ରାଜ୍ୟରେ ଓଡ଼ିଶା ପରିବହନ ଶ୍ରମିକ ସଂଘର ଧର୍ମଘଟ ଡ଼ାକରା, ସମର୍ଥନ କଲେ ନାହିଁ ଦୁଇ ସଂଘ
ଭୁବନେଶ୍ୱର – ଆଜିଠାରୁ ରାଜ୍ୟରେ ଧର୍ମଘଟ ଡାକରା ଦେଇଛି ଓଡ଼ିଶା ପରିବହନ ଶ୍ରମିକ ମହାସଂଘ । ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଡ୍ରାଇଭରଙ୍କ ପାଇଁ କରାଯାଇଥିବା କଡ଼ା ଦଣ୍ଡ ବିଧାନ ବ୍ୟବସ୍ଥା ବିରୋଧରେ ଅନିର୍ଦ୍ଦିଷ୍ଟ କାଳୀନ ଧର୍ମଘଟ ଡାକରା ଦେଇଛି ମହାସଂଘ। ଧର୍ମଘଟ ଯୋଗୁଁ ରାଜ୍ୟରେ ପେଟ୍ରୋଲ, ଡିଜେଲ ଯୋଗାଣ ବାଧାପ୍ରାପ୍ତ ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟର ସବୁ ତେଲ ଡିପୋରୁ ପେଟ୍ରୋଲ-ଡିଜେଲ ଯୋଗାଣ ବନ୍ଦ କରିଦେବାକୁ ସଂଘ ଘୋଷଣା କରିଛି। ଳ ଯୋଗାଣ ପ୍ରଭାବିତ ହେଲେ [...]
Odiaହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ
ସମ୍ବଲପୁର – ହୀରାକୁଦ ନଦୀବନ୍ଧରେ ଆଜିଠୁ ଆରମ୍ଭ ହୋଇଛି ପକ୍ଷୀ ଗଣନା । ସକାଳ ୬ଟାରୁ ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି । ଗଣନା ଅପରାହ୍ନ ୫ଟା ଯାଏଁ ଚାଲିବ । ଏଥିପାଇଁ ହୀରାକୁଦ ଡ୍ୟାମର ୫ ଶହ ବର୍ଗ କିଲୋମିଟର ଅଞ୍ଚଳକୁ ମୋଟ ୨୧ଟି ସେଣ୍ଟରରେ ବିଭକ୍ତ କରାଯାଇଛି । ମୋଟ ୩୨ଟି ଟିମ ପକ୍ଷୀ ଗଣନା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ସମ୍ବଲପୁର ସମେତ ବରଗଡ ଓ ଝାରସୁଗୁଡାର ବନ ବିଭାଗ ମଧ୍ୟ ଏହି [...]
Odiaପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଆଜି ‘ନିଯୁକ୍ତି ପର୍ବ’
ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ‘ନିଯୁକ୍ତି ପର୍ବ’ରେ ଆଜି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗରେ ନବନିଯୁକ୍ତ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି ପତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ପତ୍ର ପ୍ରଦାନ କରିବା ସହ ସେମାନଙ୍କୁ ଦିଗଦର୍ଶନ ଦେବେ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟର୍ସ ସେବା କ୍ୟାଡରର ନବ ନିଯୁକ୍ତ ୩୯୮ ଜଣ ସିଭିଲ ଜୁନିଅର ଇଞ୍ଜିନିୟରଙ୍କୁ ନିଯୁକ୍ତି [...]
Odiaଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ଆଜିଠୁ ମାଗଣାରେ ନିଟ୍ ଓ ଜେଇଇ କୋଚିଂ
ଭୁବନେଶ୍ୱର – ନିଟ୍ ଓ ଜେଇଇ ଆଶାୟୀ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ଆଜିଠାରୁ ମାଗଣା ଅନଲାଇନ କୋଚିଂ ଦିଆଯିବ । ଆଜିଠୁ ୩୧ ତାରିଖ ପର୍ଯ୍ୟନ୍ତ ଦୁଇଟି ସିଟିଂରେ ଛାତ୍ରଛାତ୍ରୀମାନଙ୍କୁ କୋଚିଂ ଦିଆଯିବ । ସକାଳ ୮ଟା ୩୦ରୁ ୧୦ ଯାଏଁ ନିଟ୍ ଏବଂ ଅପରାହ୍ମ ୨ଟା ୩୦ରୁ ୩ଟା ୩୦ ଯାଏଁ ଜେଇଇ କୋଚିଂ ଦିଆଯିବ। ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜର ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ନିଟ ଓ ଜେଇଇ କୋଚିଂ ଦିଆଯିବା ନେଇ [...]
Odiaଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ନୃପ କରି ବିନୟ ମହାଜନ ଫେରେ । ସାଦର ସକଲ ମାଗନେ ଟେରେ ॥ ଭୂଷନ ବସନ ବାଜି ଗଜ ଦୀହ୍ନେ । ପ୍ରେମ ପୋଷି ଠାଢେ ସବ କୀହ୍ନେ ॥ ଭାବାର୍ଥ :- ରାଜା ଦଶରଥ ବିନୟ ପୂର୍ବକ ଜନକ ପୁରର ସମସ୍ତ ପ୍ରତିଷ୍ଠିତ ମହାଜନଙ୍କୁ ନିଜନିଜ ଘରକୁ ଫେରିଯିବାକୁ କହିଲେ ଏବଂ ପରମ ଆଦରର ସହିତ ମାଗିଯାଚି ବଞ୍ଚୁଥିବା ବଞ୍ଚିତ ମାନଙ୍କୁ ଡକାଇଲେ । ସେମାନଙ୍କୁ ସୁନାର ଗହଣା, [...]
Odiaଗୀତା ଉପଦେଶ: ସମସ୍ତ କର୍ମର ଅନ୍ତିମ ଉଦ୍ଦେଶ୍ୟ ହେଉଛି ଆନନ୍ଦର ଅନ୍ୱେଷଣ
ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ପ୍ରତ୍ୟେକ ବ୍ୟକ୍ତିଙ୍କର କର୍ମର ଉପାଦାନ ସବୁ ବୁଝାଇବାକୁ ଯାଇ କହୁଛନ୍ତି – ସୁଖଂ ତ୍ୱିଦାନୀଂ ତ୍ରିବିଧଂ ଶୃଣୁ ମେ ଭରତର୍ଷଭ। ଅଭ୍ୟାସାଦ୍ରମତେ ଯତ୍ର ଦୁଃଖାନ୍ତଂ ଚ ନିଗଚ୍ଛତି। ଅର୍ଥାତ ଶ୍ରୀକୃଷ୍ଣ କର୍ମକୁ ପ୍ରେରିତ ଏବଂ ନିୟନ୍ତ୍ରିତ କରୁଥିବା କାରକମାନଙ୍କର ବର୍ଣ୍ଣନା କଲେ । ବର୍ତ୍ତମାନ ସେ କର୍ମର ଲକ୍ଷ୍ୟ ଆଡ଼କୁ ଅଗ୍ରସର ହେଉଛନ୍ତି । ସମସ୍ତ କର୍ମର ଅନ୍ତିମ ଉଦ୍ଦେଶ୍ୟ ହେଉଛି ଆନନ୍ଦର ଅନ୍ୱେଷଣ । ସମସ୍ତେ ଆନନ୍ଦ କାମନା କରୁଛନ୍ତି, ତାଙ୍କର [...]
Odiaଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା, ଫେରିଲେ ରୋହିତ ଓ ବିରାଟ
ନୂଆଦିଲ୍ଲୀ: ଆସନ୍ତା ସପ୍ତାହରୁ ଆରମ୍ଭ ହେଉଥିବା ଆଫଗାନିସ୍ତାନ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ରୋହିତ ଶର୍ମା ଏବଂ ବିରାଟ କୋହଲି ୧୪ ମାସ ପରେ ଟି-୨୦ ଦଳକୁ ଫେରିଛନ୍ତି । ଏଥିସହ ଚୟନକର୍ତ୍ତାମାନେ ସ୍ପଷ୍ଟ କରିଛନ୍ତି ଯେ ଏହି ଦୁଇ ଭେଟେରାନ ଖେଳାଳି ଆଗାମୀ ଟି-୨୦ ବିଶ୍ୱକପ ଦଳର ଅଂଶ ହେବେ। ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜରୁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ସୂର୍ଯ୍ୟକୁମାର ଯାଦବ ବାଦ୍ [...]
Odiaପ୍ରଧାନମନ୍ତ୍ରୀ ମୋଦୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ପାଇଁ ମାଳଦ୍ୱୀପର ତିନି ମନ୍ତ୍ରୀ ନିଲମ୍ବିତ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଭାରତ ବିରୋଧର ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ତିନି ମନ୍ତ୍ରୀଙ୍କୁ ମାଳଦ୍ୱୀପ ସରକାର ନିଲମ୍ବିତ କରିଛନ୍ତି। ମାଳଦ୍ୱୀପର ଏହି ତିନି ନିଲମ୍ବିତ ମନ୍ତ୍ରୀ ହେଲେ ମରିୟମ ଶିଉନା, ମାଲଶା ସରିଫ ଏବଂ ମହଜୁମ ମାଜିଦ୍ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପରେ ମାଲଦ୍ୱୀପର ମହିଳା ମନ୍ତ୍ରୀ ମରିୟମ ଶିଉନା ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ । ମାଲଦ୍ୱୀପର ମହମ୍ମଦ ମୁଇଜୋ ସରକାରଙ୍କ ସହ ଭାରତ ଏହି ପ୍ରସଙ୍ଗ ଉଠାଇଥିଲା। ଭାରତର ଆପତ୍ତି [...]
କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ନିର୍ମାଣ ଅଗ୍ରଗତିର ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ, ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଲୋକାର୍ପିତ ହେବ ଅକ୍ଷର ଭୂମି
ଭୁବନେଶ୍ବର- ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହେଉଛି ଅକ୍ଷରଭୂମି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସକାଳେ କଳା ମଣ୍ଡଳ ଯାଇ ଏହାର ଅଗ୍ରଗତି ସମ୍ପର୍କରେ [...]
