ବିଜେଡି ତରଫରୁ ରାଜ୍ୟବ୍ୟାପୀ ଓଡିଶା ଦିବସ ପାଳିତ ହେବ
ଭୁବନେଶ୍ବର: ଏପ୍ରିଲ ୧ ତାତିଖ ଦିନ ୮୯ ତମ ଓଡିଶା ଦିବସ ପାଳିତ ହେବାକୁ ଯାଉଥିବା ବେଳେ ବିଜୁ ଜନତା ଦଳ ରାଜ୍ୟବ୍ୟାପୀ ଏହି ଦିବସଟିକୁ ପାଳିବ ବୋଲି ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ଓ ଦଳର ସଭ୍ୟ ସଂଗ୍ରହ ଅଭିଯାନ କମିଟିର ଆବାହକ ଅତନୁ ସବ୍ୟସାଚୀ ନାୟକ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଦେବୀ ମିଶ୍ର କହିଥିଲେ, ଓଡ଼ିଶାର ଅନେକ ବରପୁତ୍ରମାନଙ୍କ ସଂଘର୍ଷ, ତ୍ୟାଗ ବଳିଦାନ ଫଳରେ [...]
‘ଅନଲକିଂ ଦ ପାୱାର ଅଫ ଡାଟା ଏକ୍ସଚେଞ୍ଜ ଫର ସ୍ମାର୍ଟ ଗଭର୍ଣ୍ଣାନ୍ସ’ ଶୀର୍ଷକ ଆଇଡିଆ ଫୋରମ୍ ଆୟୋଜିତ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ସହଯୋଗରେ ଡାଟା, ପଲିସି ଏବଂ ଇନୋଭେସନ୍ ସେଣ୍ଟର (ଡିପିଆଇସି) ଦ୍ୱାରା ଆଜି ଲୋକ ସେବା ଭବନ ସମ୍ମିଳନୀ କକ୍ଷରେ ‘ଅନଲକିଂ ଦ ପାୱାର ଅଫ୍ ଡାଟା ଏକ୍ସଚେଞ୍ଜ ଫର୍ ସ୍ମାର୍ଟ ଗଭର୍ଣ୍ଣାନ୍ସ’ ଉପରେ ଏକ ଆଇଡିଆ ଫୋରମ୍ ଆୟୋଜନ କରାଯାଇଥିଲା। ଏହି ଅବସରରେ ମୁଖ୍ଯ ଶାସନ ସଚିବ ମନୋଜ ଆହୁଜା ମୁଖ୍ଯ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ମଞ୍ଚରେ ସେଣ୍ଟର ଅଫ୍ ଡାଟା ଫର୍ [...]
ଟାକ୍ସ କଲେକ୍ସନ ପାଇଁ ବିଏମସିର ଗୁରୁତ୍ୱ, ଜାରି ରହିବ ବକେୟା ହୋଲ୍ଡିଂ ଆଦାୟ ପ୍ରକ୍ରିୟା
ଭୁବନେଶ୍ୱର: ହୋଲ୍ଡିଂ ଟାକ୍ସ ଆଦାୟ ପାଇଁ ବିଏମସି କଡା ଆଭିମୁଖ୍ୟ ଗ୍ରହଣ କରିଛି । ଦୀର୍ଘ ଦିନ ହେଲା କୋଟି କୋଟି ଟଙ୍କା ହୋଲ୍ଡିଂ ଟାକ୍ସ ବାକି ରଖିଥିବା ବଡ ବଡ ବ୍ୟବସାୟୀକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ଅନୁଷ୍ଠାନକୁ ସିଲ୍ କରିବା ପାଇଁ ନିଷ୍ପତ୍ତି ନେଇଛି । ଏହି କ୍ରମରେ ଆଜି ଦକ୍ଷିଣ-ପୂର୍ବ ମଣ୍ଡଳ ଆୟୁକ୍ତଙ୍କ ପକ୍ଷରୁ ଚଢାଉ ଜାରି ରହିଥିଲା । ଓ୍ୱାର୍ଡ ନମ୍ବର ୪୧ ଅନ୍ତର୍ଗତ ଦୁଇଗୋଟି ବ୍ୟବସାୟୀକ ପ୍ରତିଷ୍ଠାନ ଗିରିଦୁର୍ଗା ମାର୍କେଟ୍ କମ୍ପ୍ଲେକ୍ସ [...]
ଇଦ-ଉଲ-ଫିଦର ଓ ହନୁମାନ ଜୟନ୍ତୀ ଶୃଙ୍ଖଳିତ ପାଳନ ପାଇଁ ଡିଜିପିଙ୍କ ସମୀକ୍ଷା ବୈଠକରେ ଗୁରୁତ୍ଵାରୋପ
ଭୁବନେଶ୍ଵର: ଆସନ୍ତା ୩୧ ତାରିଖରେ ଇଦ-ଉଲ-ଫିତର, ଅପ୍ରେଲ ୦୬ ତାରିଖରେ ଶ୍ରୀ ରାମ ନବମୀ, ଅପ୍ରେଲ ୧୪ ତାରିଖରେ ହନୁମାନ ଜୟନ୍ତୀ ଏବଂ ମହା ବିଷୁବ ସଂକ୍ରାନ୍ତି ପାଳିତ ହେବାକୁ ଯାଉଛି। ଏହି ଅବସରରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଡିଜିପି ଶ୍ରୀ [...]
ନବ ଦାସ ହତ୍ୟାକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପତ୍ନୀ ମୀନତି
ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ପ୍ରକୃତ ଦୋଷୀ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ। ଆଜି ନବଙ୍କ ପତ୍ନୀ ମୀନତିଙ୍କୁ ଏହି ଆଶ୍ବାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଲୋକସେବା ଭବନରେ ଶ୍ରୀ ମାଝୀଙ୍କୁ ଭେଟିବା ଅବସରରେ ମୀନତିଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଘଟଣାର ଉଚିତ ତଦନ୍ତ କରିବାକୁ ଶ୍ରୀ ମାଝୀ ପ୍ରତିଶ୍ରୁତି ଦେଇଛନ୍ତି। ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାର ସାନି ତଦନ୍ତ ଆରମ୍ଭ ହୋଇଛି। [...]
ଓଡିଶା: ପାଞ୍ଚଟି ବିଭାଗରେ ୮୧୨ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର: ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ ନିଜକୁ ଜନସାଧାରଣଙ୍କର ସେବକ ଭାବେ ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷାକୁ ପୂରଣ କରିବା ଏବଂ ସେମାନଙ୍କ ସମସ୍ୟା ସମାଧାନ ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ରହିବା ଆବଶ୍ୟକ। ଆପଣମାନେ ଲୋକଙ୍କ ସେହି ଭରସାକୁ କୌଣସି ସମୟରେ କିମ୍ବା କୌଣସି ପରିସ୍ଥିତିରେ ଭାଙ୍ଗିବେ ନାହିଁ ବୋଲି ମୋର ଆଶା। ଆପଣଙ୍କ ଦ୍ଵାରା ନିଆଯାଇଥିବା ପ୍ରତ୍ୟେକ ନିଷ୍ପତ୍ତି ଏବଂ କାର୍ଯ୍ୟ ଜନମଙ୍ଗଳ ଉପରେ ଆଧାରିତ ହେବା [...]
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ: ବଜେଟ୍ ପ୍ରାବଧାନ ଅନୁସାରେ ଖର୍ଚ୍ଚ ବୃଦ୍ଧି କରିବାକୁ ଗୁରୁତ୍ବ
ଭୁବନେଶ୍ୱର: ଅର୍ଥ ବିଭାଗ ତରଫରୁ ୨୦୨୪-୨୫ ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଖର୍ଚ୍ଚ ସମୀକ୍ଷା କରାଯିବା ସହିତ ରାଜ୍ୟରେ ଆଜି ଅପରାହ୍ନରେ ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ଆର୍ଥିକ ବର୍ଷ ମାର୍ଚ୍ଚ ୬ ତାରିଖ ସୁଦ୍ଧା ବଜେଟ୍ ପ୍ରାବଧାନ ଅନୁସାରେ ଉପସ୍ଥାପନ କରାଯାଇଥିଲା । ବିଭିନ୍ନ ବିଭାଗ ତରଫରୁ କରାଯାଇଥିବା କାର୍ଯ୍ୟକାରୀ ହେଉଥିବା ନାଗରିକ କୈନ୍ଦ୍ରିକ ସେବା ପ୍ରଦାନ, ଆଇଜି ଓଟି [...]
ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳିତ
ଭୁବନେଶ୍ୱର: ବିଜୁବାବୁ ଥିଲେ ଓଡିଶାର ପଥ ପ୍ରଦର୍ଶକ । ବିଜୁ ବାବୁଙ୍କ ପ୍ରତ୍ୟେକଟି ପଦକ୍ଷେପ ଆମକୁ ପ୍ରେରଣା ଦେଉଛି। ଓଡିଶା ପାଇଁ ସେ ଅନେକ ସ୍ୱପ୍ନ ଦେଖିଥିଲେ ଏବଂ ତାକୁ ପୂରଣ କରିବା ପାଇଁ ଜୀବନର ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ଉଦ୍ୟମ କରିଥିଲେ । ଓଡିଶାର ଶିଳ୍ପାୟନ, ମହିଳାମାନଙ୍କ ସଶକ୍ତିକରଣ ଥିଲା ତାଙ୍କର ସ୍ୱପ୍ନ । ବିଜୁବାବୁଙ୍କ ସ୍ୱପ୍ନ ଓ ଆମ ସରକାରଙ୍କ କାର୍ଯ୍ୟକ୍ରମ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ । ବିଜୁ ବାବୁ ସମୃଦ୍ଧ ଓଡିଶା [...]
ଯୁବପୀଢ଼ି ଉଦ୍ୟୋଗୀ ହେବା ସହ ରାଜ୍ୟ ଓ ଦେଶର ଆର୍ଥିକ ଅଭିବୃଦ୍ଧିରେ ଭାଗିଦାର ହୁଅନ୍ତୁ: ରାଜ୍ୟପାଳ
ଭୁବନେଶ୍ୱର: ବହୁ କ୍ଷେତ୍ରରେ ଯୁବପୀଢ଼ି ନିଯୁକ୍ତିରେ ସ୍ଥିରତା ଦୃଷ୍ଟିରୁ ଚାକିରି କରିବା ଦିଗରେ ମନ ବଳାଇଥାନ୍ତି। କିନ୍ତୁ ଯେଉଁମାନେ ଚାକିରି ଉର୍ଦ୍ଧରେ ସ୍ବପ୍ନ ଦେଖିବାକୁ ସାହସ କରନ୍ତି ସେମାନଙ୍କଠାରେ ବର୍ଦ୍ଧିତ ଅର୍ଥନୀତିର ପ୍ରକୃତ ଶକ୍ତି ରହିଥାଏ। ଏଣୁ ଯୁବପୀଢ଼ି ଚାକିରି ପଛରେ ନଗୋଡାଇ ଉଦ୍ୟୋଗୀ ହେବା ସହ ରାଜ୍ୟ ତଥା ଦେଶର ଆର୍ଥିକ ଅଭିବୃଦ୍ଧିରେ ଭାଗିଦାର ହେବାକୁ ରାଜ୍ୟପାଳ ଡ଼ଃ ହରି ବାବୁ କମ୍ଭମପାଟି ଆହ୍ଵାନ ଜଣାଇଛନ୍ତି। ଆଜି କଟକ ରାମଦସପୁର ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟଠାରେ ନବନିର୍ମିତ ଫ୍ଲେକ୍ସିବଲ [...]
କିଟ୍ ବିଶ୍ୱବିଦ୍ୟାଳୟ ଘଟଣା: ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା । ପୁରା ସମ୍ମାନର ସହ ସେମାନେ ଏଠାରେ ପଢିବେ [...]
