News Room Odisha
BREAKING
Odia

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ତଦନ୍ତର ଅଗ୍ରଗତି ନିମନ୍ତେ ଦିଲ୍ଲୀ ଗସ୍ତ କରିବେ ଆଇଜି

କଟକ: ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାକୁ ସମ୍ମାନନୀୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହୋଦୟ ଗମ୍ଭୀରତାର ସହ ନେଇଛନ୍ତି। ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏସ. ସାଇନି ଏହି ଘଟଣାର ତଦନ୍ତର ଅଗ୍ରଗତି ନିମନ୍ତେ ଦିଲ୍ଲୀ ଗସ୍ତ କରିବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ସେ ସେଠାରେ ପୀଡିତାଙ୍କୁ ସାକ୍ଷାତ କରିଵା ସହ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ବୁଝିବେ। ଏହା ବ୍ୟତୀତ ଦିଲ୍ଲୀ ପୋଲିସ ସହ ଉପଯୁକ୍ତ ସମନ୍ୱୟ [...]

Admin•October 14, 2024
Share Article:

କଟକ: ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାକୁ ସମ୍ମାନନୀୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହୋଦୟ ଗମ୍ଭୀରତାର ସହ ନେଇଛନ୍ତି।

ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏସ. ସାଇନି ଏହି ଘଟଣାର ତଦନ୍ତର ଅଗ୍ରଗତି ନିମନ୍ତେ ଦିଲ୍ଲୀ ଗସ୍ତ କରିବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି ।

ଏହା ସହ ସେ ସେଠାରେ ପୀଡିତାଙ୍କୁ ସାକ୍ଷାତ କରିଵା ସହ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ବୁଝିବେ।

ଏହା ବ୍ୟତୀତ ଦିଲ୍ଲୀ ପୋଲିସ ସହ ଉପଯୁକ୍ତ ସମନ୍ୱୟ ରଖି ଘଟଣାର ତଦନ୍ତ ପ୍ରକ୍ରିୟାକୁ ଆଗେଇ ନେବାକୁ ରାଜ୍ୟ ପୋଲିସ ତରଫରୁ ସମସ୍ତ ସହଯୋଗ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

 

#Odia#Odisha#News
Share Article:

Related Articles