ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଏସଆରସି ତଦନ୍ତ ଆରମ୍ଭ, ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି
ପୁରୀ – ନରେନ୍ଦ୍ର ପୁଷ୍କରଣୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି । ଆହୁରି ୧୨ ଜଣ ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୩ ଜଣ ସୁସ୍ଥ ହେବା ପରେ ହସପିଟାଲରୁ ଡିସଚାର୍ଜ କରାଯାଇଛି। ଏଣେ ଏହି ବାଣ ବିସ୍ଫୋରଣର ତଦନ୍ତ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର – ଏସ ଆରସି । ଯାହାର କିଛି ଆପତ୍ତି ଅଭିଯୋଗ ଅଛି, ସେମାନେ ପୁରୀ ସର୍କିଟ ହାଉସରେ ଅତିରିକ୍ତ ସ୍ୱତନ୍ତ୍ର ରିଲିଫ [...]
ପୁରୀ – ନରେନ୍ଦ୍ର ପୁଷ୍କରଣୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି । ଆହୁରି ୧୨ ଜଣ ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୩ ଜଣ ସୁସ୍ଥ ହେବା ପରେ ହସପିଟାଲରୁ ଡିସଚାର୍ଜ କରାଯାଇଛି। ଏଣେ ଏହି ବାଣ ବିସ୍ଫୋରଣର ତଦନ୍ତ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର – ଏସ ଆରସି । ଯାହାର କିଛି ଆପତ୍ତି ଅଭିଯୋଗ ଅଛି, ସେମାନେ ପୁରୀ ସର୍କିଟ ହାଉସରେ ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ଜଣାଇ ପାରିବେ। କମିଶନରଙ୍କ ଏହି ତଦନ୍ତ ପ୍ରକ୍ରିୟାରେ ବିଭିନ୍ନ ବିଭାଗର ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିବେ।
କେଜ୍ରିୱାଲଙ୍କ ଜାମିନ ଆବେଦନ ଖାରଜ, ଜୁନ୍ ୧୯ ପର୍ଯ୍ୟନ୍ତ ବଢ଼ିଲା ହାଜତ ମିଆଦ
Next Articleମୋଦୀ ଏନଡିଏ ମେଣ୍ଟର ନେତା ନିର୍ବାଚିତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
