ମେ’ ୨୫ରେ ଓଡ଼ିଶାରେ କେଉଁଠି ପଡ଼ିବ ଭୋଟ୍
ଭୁବନେଶ୍ୱର – ଓଡ଼ିଶାରେ ମେ’ ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ । ଏହି ପର୍ଯ୍ୟାୟରେ ଲୋକସଭାର ୬ ଓ ବିଧାନସଭାର ୪୨ଟି ଆସନରେ ମତଦାନ ହେବ । ଏପ୍ରିଲ ୨୯ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ହେଉଛି ମେ’ ୬ ତାରିଖ । ୭ ତାରିଖରେ ପ୍ରାର୍ଥିପତ୍ରଗୁଡିକର ଯାଞ୍ଚ କରାଯିବ। ମେ’ ୯ ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ମେ’ ୨୫ରେ ସମ୍ବଲପୁର ( ସାଧାରଣ ),କେନ୍ଦୁଝର [...]
ଭୁବନେଶ୍ୱର – ଓଡ଼ିଶାରେ ମେ’ ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ । ଏହି ପର୍ଯ୍ୟାୟରେ ଲୋକସଭାର ୬ ଓ ବିଧାନସଭାର ୪୨ଟି ଆସନରେ ମତଦାନ ହେବ । ଏପ୍ରିଲ ୨୯ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ହେଉଛି ମେ’ ୬ ତାରିଖ । ୭ ତାରିଖରେ ପ୍ରାର୍ଥିପତ୍ରଗୁଡିକର ଯାଞ୍ଚ କରାଯିବ। ମେ’ ୯ ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ।
ମେ’ ୨୫ରେ ସମ୍ବଲପୁର ( ସାଧାରଣ ),କେନ୍ଦୁଝର ( ଏସଟି), ଢେଙ୍କାନାଳ ( ସାଧାରଣ), କଟକ ( ସାଧାରଣ), ପୁରୀ ( ସାଧାରଣ) ଓ ଭୁବନେଶ୍ୱର ( ସାଧାରଣ) ଲୋକସଭା ଆସନରେ ଭୋଟ୍ ନିଆଯିବ ।
ସେହିଦିନ ଭୋଟ୍ ପଡ଼ିବାକୁ ଥିବା ୪୨ଟି ବିଧାନସଭା ଆସନ ହେଉଛି – କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ଛେଣ୍ଡିପଦା, ଆଠମଲ୍ଲିକ
ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ଖଣ୍ଡପଡ଼ା,ବେଗୁନିଆ, ଖୋର୍ଦ୍ଧା, ଜଟଣୀ, ଭୁବନେଶ୍ବର(ମଧ୍ୟ), ଭୁବନେଶ୍ବର(ଉତ୍ତର), ଭୁବନେଶ୍ବର(ଏକାମ୍ର), ଜୟଦେବ, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଚିଲିକା, ରଣପୁର ଓ ନୟାଗଡ଼ ।
ବିଜେପିରେ ଯୋଗଦେଲେ ଲୋକପ୍ରିୟ ଗାୟିକା ଅନୁରାଧା ପୌଡଓ୍ବାଲ
Next Articleଜୂ୍ନ ୧ରେ ଓଡ଼ିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ: ୬ ଲୋକସଭା, ୪୨ ବିଧାନସଭା ଆସନରେ ଭୋଟ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
