News Room Odisha
BREAKING
Odisha

ଗଣେଶ ପୂଜା ଭୋଗ ଖାଇ ୪୦ ଅସୁସ୍ଥ

ବାଲେଶ୍ଵର – ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଅନ୍ତର୍ଗତ ପଣପଣା ପଞ୍ଚାୟତ ସରସତିଆ ଜେନା ସାହିରେ ଗଣେଶ ପୂଜା ଭୋଗ ଖାଇ ୪୦ ଜଣ ଅସୁସ୍ଥ ହୋଇପଡ଼ିଛି। ୨୦ ଜଣ ଅସୁସ୍ଥ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ଆଉ ୨୦ ଜଣଙ୍କୁ ମେଡିକାଲ ଟିମ୍ ଗାଁରେ ଚିକିତ୍ସା କରିଛନ୍ତି। ଗଣେଶ ପୂଜା ପରେ ଗାଁ ଲୋକେ ଅପରାହ୍ନରେ ସମସ୍ତେ ପଞ୍ଚାମୃତ ଭୋଗ ସେବନ କରିଥିଲେ। ଯେଉଁମାନେ ପ୍ରସାଦ ସେବନ କରିଥିଲେ, ଆଜି ଭୋରରୁ ସେମାନଙ୍କୁ ଝାଡ଼ାବାନ୍ତି [...]

Admin•September 20, 2023
Share Article:

ବାଲେଶ୍ଵର – ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଅନ୍ତର୍ଗତ ପଣପଣା ପଞ୍ଚାୟତ ସରସତିଆ ଜେନା ସାହିରେ ଗଣେଶ ପୂଜା ଭୋଗ ଖାଇ ୪୦ ଜଣ ଅସୁସ୍ଥ ହୋଇପଡ଼ିଛି। ୨୦ ଜଣ ଅସୁସ୍ଥ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ଆଉ ୨୦ ଜଣଙ୍କୁ ମେଡିକାଲ ଟିମ୍ ଗାଁରେ ଚିକିତ୍ସା କରିଛନ୍ତି। ଗଣେଶ ପୂଜା ପରେ ଗାଁ ଲୋକେ ଅପରାହ୍ନରେ ସମସ୍ତେ ପଞ୍ଚାମୃତ ଭୋଗ ସେବନ କରିଥିଲେ। ଯେଉଁମାନେ ପ୍ରସାଦ ସେବନ କରିଥିଲେ, ଆଜି ଭୋରରୁ ସେମାନଙ୍କୁ ଝାଡ଼ାବାନ୍ତି ହୋଇଥିଲା। ଭୋଗ ଖାଇଥିବା ଲୋକଙ୍କ ଅସୁସ୍ଥତା ପଛରେ ଫୁଡ୍ ପଏଜନ ସନ୍ଦେହ କରାଯାଉଛି।

#Odisha#Odia
Share Article:

Related Articles

Newsroom•Sep 22, 2026
Odisha Govt Transfers 4 IPS Officers