News Room Odisha
BREAKING
Odisha

ସଙ୍ଗୀତ ନିର୍ଦ୍ଦେଶକ ସ୍ଵରୂପ ନାୟକଙ୍କ ଶେଷକୃତ୍ୟ ରାଜ୍ୟ ସମ୍ମାନ ସହିତ କରାଯିବ

ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ଵରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି | ପରଲୋକଗତ ସ୍ଵରୂପ ନାୟକ ଙ୍କ ଶେଷକୃତ୍ୟ ରାଜ୍ୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସ୍ଵରାଷ୍ଟ୍ର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି |

Admin•October 27, 2023
Share Article:

ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ଵରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି |

ପରଲୋକଗତ ସ୍ଵରୂପ ନାୟକ ଙ୍କ ଶେଷକୃତ୍ୟ ରାଜ୍ୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସ୍ଵରାଷ୍ଟ୍ର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି |

#Odisha#Featured
Share Article:

Related Articles

Newsroom•Sep 22, 2026
Odisha Govt Transfers 4 IPS Officers