News Room Odisha
BREAKING
Odia

ଦିଲ୍ଲୀ କଂଗ୍ରେସ ମୁଖ୍ୟଙ୍କ ଇସ୍ତଫା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ମଝିରେ କଂଗ୍ରେସକୁ ଲାଗିଛି ଆଉ ଏକ ଝଟକା। ଦିଲ୍ଲୀ କଂଗ୍ରେସ ମୁଖ୍ୟ ଅରବିନ୍ଦର ସିଂହ ଲଭଲି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଅରବିନ୍ଦର ସିଂହ ଲଭଲି ଦିଲ୍ଲୀରେ ଆମ୍ ଆଦମୀ ପାର୍ଟି ସହ ମେଣ୍ଟକୁ ବିରୋଧ କରିଥିଲେ। ଏହା ପୂର୍ବରୁ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନ ଟିକେଟ୍ ନ ମିଳିବାରୁ କଂଗ୍ରେସରୁ ଇସ୍ତଫା ଦେଇଥିଲେ।

Admin•April 28, 2024
Share Article:

#Odia#Odisha#News
Share Article:

Related Articles