କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କ ସତ୍ୟପାଠ ଯାଞ୍ଚ୍ କରିବାକୁ ସିବିଡିଟିକୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ତିରୁବନନ୍ତପୁରମ୍ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କ ଦ୍ବାରା ଦାଖଲ ସତ୍ୟପାଠରେ ପ୍ରଦତ୍ତ ତଥ୍ୟ ଯାଞ୍ଚ କରିବାକୁ ନିର୍ବାଚନ କମିଶନ ମଙ୍ଗଳବାର କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ (ସିବିଡିଟି)କୁ ନିର୍ଦ୍ଦେଶ ଦେଇଛନ୍ତି। ଚନ୍ଦ୍ରଶେଖର ସତ୍ୟପାଠରେ ତାଙ୍କ ପ୍ରକୃତ ସମ୍ପତ୍ତି ତଥ୍ୟ ଲୁଚାଇଛନ୍ତି ବୋଲି ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିଥିଲା କଂଗ୍ରେସ। ଏଥର ଥିରବନନ୍ତପୁରମରେ ବରିଷ୍ଠ କଂଗ୍ରେସ ନେତା ଶଶି ଥରୁରଙ୍କ ସହ ହେବ ଚନ୍ଦ୍ରଶେଖରଙ୍କ ମୁକାବିଲା। ସୂଚନାନୁସାରେ, ଚନ୍ଦ୍ରଶେଖରଙ୍କ [...]
ନୂଆଦିଲ୍ଲୀ: ତିରୁବନନ୍ତପୁରମ୍ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କ ଦ୍ବାରା ଦାଖଲ ସତ୍ୟପାଠରେ ପ୍ରଦତ୍ତ ତଥ୍ୟ ଯାଞ୍ଚ କରିବାକୁ ନିର୍ବାଚନ କମିଶନ ମଙ୍ଗଳବାର କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ (ସିବିଡିଟି)କୁ ନିର୍ଦ୍ଦେଶ ଦେଇଛନ୍ତି।
ଚନ୍ଦ୍ରଶେଖର ସତ୍ୟପାଠରେ ତାଙ୍କ ପ୍ରକୃତ ସମ୍ପତ୍ତି ତଥ୍ୟ ଲୁଚାଇଛନ୍ତି ବୋଲି ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିଥିଲା କଂଗ୍ରେସ। ଏଥର ଥିରବନନ୍ତପୁରମରେ ବରିଷ୍ଠ କଂଗ୍ରେସ ନେତା ଶଶି ଥରୁରଙ୍କ ସହ ହେବ ଚନ୍ଦ୍ରଶେଖରଙ୍କ ମୁକାବିଲା।
ସୂଚନାନୁସାରେ, ଚନ୍ଦ୍ରଶେଖରଙ୍କ ଦ୍ବାରା ଦାଖଲ ସତ୍ୟପାଠରେ ଯେଉଁ ତଥ୍ୟ ଦିଆଯାଇଛି, ସେଥିରେ କୌଣସି ଅସଙ୍ଗତି ସମ୍ପର୍କରେ ଯାଞ୍ଚ କରିବାକୁ ସିବିଡିଟିକୁ କହିଛନ୍ତିି ନିର୍ବାଚନ କମିଶନ।
ସତ୍ୟପାଠରେ ଯେକୌଣସି ପ୍ରକାରର ଅସଙ୍ଗତି ଏବଂ ଭୁଲ ତଥ୍ୟ ମାମଲାରେ ଜନ ପ୍ରତିନିଧୀ ଆଇନ ୧୯୫୧ର ଧାରା ୧୨୫-ଏ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହୋଇଥାଏ।
ନାମାଙ୍କନ ପତ୍ର କିମ୍ବା ସତ୍ୟପାଠରେ କୌଣସି ସୂଚନା ଲୁଚାଇଲେ ଆଇନ ଅନୁଯାୟୀ ୬ ମାସ ପର୍ଯ୍ୟନ୍ତ ଜେଲଦଣ୍ଡ କିମ୍ବା ଜୋରିମାନା ଅବା ଉଭୟ କାର୍ଯ୍ୟାନୁଷ୍ଠାନ ହୋଇପାରେ।ପାରେ।
Odisha to Witness Rise in Day Temperature from April 13
Next Article#BillGatesPraisesOdisha Trends on Social Media at Top Position
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
