ବଜେଟ୍ ପୂର୍ବରୁ ସାଧାରଣ ଲୋକଙ୍କୁ ଝଟକା, ବଢ଼ିଲା ଏଲପିଜି ସିଲିଣ୍ଡର ଦାମ୍
ନୂଆଦିଲ୍ଲୀ : ଆଜି ସଂସଦରେ ଉପସ୍ଥାପିତ ହେବ ଅନ୍ତରୀଣ ବଜେଟ୍। ତେବେ ବଜେଟ୍ ପୂର୍ବରୁ ସାଧାରଣ ଲୋକଙ୍କୁ ଲାଗିଛି ଝଟକା। ଏଲପିଜି ସିଲିଣ୍ଡର ପୁଣି ମହଙ୍ଗା ହୋଇଛି। ତୈଳ ବିପଣନ କମ୍ପାନୀଗୁଡିକ କମର୍ସିଆଲ ଏଲପିଜି ସିଲିଣ୍ଡର ପିଛା ୧୪ ଟଙ୍କା ବୃଦ୍ଧି କରିଛନ୍ତି। ଆଜିଠାରୁ ନୂଆ ଦର ଲାଗୁ ହୋଇଛି। ଦିଲ୍ଲୀରେ ବର୍ତ୍ତମାନ କମର୍ସିଆଲ ଏଲପିଜି ସିଲିଣ୍ଡର ୧୭୬୯.୫୦ ଟଙ୍କା ହୋଇଛି | ମୁମ୍ବାଇରେ ଏହା ୧୭୦୮.୫୦ ଟଙ୍କାକୁ ବୃଦ୍ଧି ପାଇଛି । ତେବେ ଘରୋଇ ଏଲପିଜି [...]
ନୂଆଦିଲ୍ଲୀ : ଆଜି ସଂସଦରେ ଉପସ୍ଥାପିତ ହେବ ଅନ୍ତରୀଣ ବଜେଟ୍। ତେବେ ବଜେଟ୍ ପୂର୍ବରୁ ସାଧାରଣ ଲୋକଙ୍କୁ ଲାଗିଛି ଝଟକା। ଏଲପିଜି ସିଲିଣ୍ଡର ପୁଣି ମହଙ୍ଗା ହୋଇଛି। ତୈଳ ବିପଣନ କମ୍ପାନୀଗୁଡିକ କମର୍ସିଆଲ ଏଲପିଜି ସିଲିଣ୍ଡର ପିଛା ୧୪ ଟଙ୍କା ବୃଦ୍ଧି କରିଛନ୍ତି। ଆଜିଠାରୁ ନୂଆ ଦର ଲାଗୁ ହୋଇଛି। ଦିଲ୍ଲୀରେ ବର୍ତ୍ତମାନ କମର୍ସିଆଲ ଏଲପିଜି ସିଲିଣ୍ଡର ୧୭୬୯.୫୦ ଟଙ୍କା ହୋଇଛି | ମୁମ୍ବାଇରେ ଏହା ୧୭୦୮.୫୦ ଟଙ୍କାକୁ ବୃଦ୍ଧି ପାଇଛି । ତେବେ ଘରୋଇ ଏଲପିଜି ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି । ଶେଷଥର ସରକାର ଗତ ଅଗଷ୍ଟ ୨୦୨୩ରେ ଘରୋଇ ସିଲିଣ୍ଡରର ମୂଲ୍ୟରେ ପରିବର୍ତ୍ତନ କରିଥିଲେ।
ନିର୍ବାଚନ ପୂର୍ବରୁ ଆଜି ଅନ୍ତରୀଣ ବଜେଟ୍, କ୍ରମାଗତ ଷଷ୍ଠ ଥର ବଜେଟ୍ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ
Next ArticleOdisha Vigilance Arrests Malkangiri CADA Division JE Sanjaya Kumar Mohanty In DA Case
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
