ବିହାରରେ ଏନଡିଏର ଆସନ ଭାଗବଣ୍ଟା ଚୂଡ଼ାନ୍ତ; ବିଜେପି ୧୭, ଜେଡିୟୁ ୧୬ ଆସନରେ ଲଢ଼ିବ
ପାଟଣା: ଲୋକସଭା ନିର୍ବାଚନ ପାଇଁ ବିହାରରେ ଏନଡିଏର ଆସନ ଭାଗବଣ୍ଟା ଚୂଡ଼ାନ୍ତ ହୋଇଛି। ରାଜ୍ୟର ୪୦ଟି ଆସନ ମଧ୍ୟରୁ ବିଜେପି ୧୭ ଓ ଜେଡିୟୁ ୧୬ ଆସନରେ ଲଢ଼ିବେ । ଲୋକ ଜନଶକ୍ତି ପାର୍ଟିକୁ ୫ଟି ଆସନ ଦିଆଯାଇଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଂଝୀଙ୍କ ହିନ୍ଦୁସ୍ତାନୀ ଆୱାମ ମୋର୍ଚ୍ଚା ଏବଂ ଉପେନ୍ଦ୍ର କୁଶୱାହାଙ୍କ ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା ଦଳ ଗୋଟିଏ ଲେଖାଁଏ ଆସନରେ ଲଢ଼ିବେ ବୋଲି ନିଷ୍ପତ୍ତି ହୋଇଛି । ବିଜେପି ସାଧାରଣ ସମ୍ପାଦକ [...]
ପାଟଣା: ଲୋକସଭା ନିର୍ବାଚନ ପାଇଁ ବିହାରରେ ଏନଡିଏର ଆସନ ଭାଗବଣ୍ଟା ଚୂଡ଼ାନ୍ତ ହୋଇଛି। ରାଜ୍ୟର ୪୦ଟି ଆସନ ମଧ୍ୟରୁ ବିଜେପି ୧୭ ଓ ଜେଡିୟୁ ୧୬ ଆସନରେ ଲଢ଼ିବେ । ଲୋକ ଜନଶକ୍ତି ପାର୍ଟିକୁ ୫ଟି ଆସନ ଦିଆଯାଇଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଂଝୀଙ୍କ ହିନ୍ଦୁସ୍ତାନୀ ଆୱାମ ମୋର୍ଚ୍ଚା ଏବଂ ଉପେନ୍ଦ୍ର କୁଶୱାହାଙ୍କ ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା ଦଳ ଗୋଟିଏ ଲେଖାଁଏ ଆସନରେ ଲଢ଼ିବେ ବୋଲି ନିଷ୍ପତ୍ତି ହୋଇଛି । ବିଜେପି ସାଧାରଣ ସମ୍ପାଦକ ବିନୋଦ ତାୱଡେ ସୋମବାର ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।
ଲୋକସଭା ନିର୍ବାଚନ: କେଓ୍ବାଇସି ଆପ୍ ଦେବ ପ୍ରାର୍ଥୀଙ୍କ ସମ୍ପର୍କରେ ସମସ୍ତ ସୂଚନା, ଅପରାଧିକ ରେକର୍ଡ ବି ଯାଞ୍ଚ୍ କରିପାରିବେ ଭୋଟର
Next Articleତେଲେଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରାଜନଙ୍କ ଇସ୍ତଫା, ଲୋକସଭା ନିର୍ବାଚନ ଲଢ଼ିବା ସମ୍ଭାବନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
