News Room Odisha
BREAKING
Odia

ଚଳିତମାସ ରବିବାର ଓ ଅନ୍ୟ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ

ଭୁବନେଶ୍ୱର – ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ।

Admin•January 6, 2024
Share Article:

#Odia#Odisha#News
Share Article:

Related Articles