‘ବିଧାନସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ” ବିଧାନସଭାରେ ଭାଷା ଆଇନ” ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି।ସୂଚନାଯୋଗ୍ୟ ଯେ, ୧୯୪୮ ମସିହା ରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ- ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ଯ ଏହି ପୁସ୍ତକରେ ସ୍ଥାନିତ [...]
ଭୁବନେଶ୍ୱର – ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ” ବିଧାନସଭାରେ ଭାଷା ଆଇନ” ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି।ସୂଚନାଯୋଗ୍ୟ ଯେ, ୧୯୪୮ ମସିହା ରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ- ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ଯ ଏହି ପୁସ୍ତକରେ ସ୍ଥାନିତ ହୋଇଅଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ଓଡ଼ିଆ ଭାଷା ସୁରକ୍ଷା ପାଇଁ ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗରେ ଏ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀସ୍ତରରେ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି । ଏହା ଦ୍ଵାରା ସମସ୍ତ ଭାଷାଭାଷୀ ଅଞ୍ଚଳ ଗୋଟିଏ ସୁତ୍ରରେ ରେ ବାନ୍ଧି ହୋଇ ଓଡ଼ିଶାର ବିକାଶରେ ଭାଗିଦାରୀ ହେବେ ବୋଲି ସେ ଆଶା ରଖିଛନ୍ତି।
ପୁସ୍ତକଟି ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହରଥାଙ୍କ ଦ୍ଵାରା ସମ୍ପାଦିତ ଓ ଶବ୍ଦସ୍ପର୍ଶ ପ୍ରକାଶନୀ ସଂସ୍ଥା ଦ୍ୱାରା ପ୍ରକାଶିତ ହୋଇଛି।
ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ ନେଇ ଓଓ୍ବେସିଙ୍କ ଆପତ୍ତି
Next ArticleKalinga Art Festival to be held on Feb 9
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
