News Room Odisha
BREAKING
Odia

ଆଜି ବନକଲାଗି ନୀତି, ଶ୍ରୀମନ୍ଦିରରେ ତିନି ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ – ଆଜି ମାଘ ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ୩ ଘଣ୍ଟା ପାଇଁ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ। ଏହି ନୀତି ପାଇଁ ସଂଧ୍ୟା ୬ରୁ ରାତି ୯ଟା ଯାଏଁ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

Admin•February 21, 2024
Share Article:

ପୁରୀ – ଆଜି ମାଘ ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ୩ ଘଣ୍ଟା ପାଇଁ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ। ଏହି ନୀତି ପାଇଁ ସଂଧ୍ୟା ୬ରୁ ରାତି ୯ଟା ଯାଏଁ ଦର୍ଶନ ବନ୍ଦ ରହିବ ।

ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

#Odia#Odisha#News
Share Article:

Related Articles