ଖୋର୍ଦ୍ଧା ଜିଲ୍ଲାରେ ‘ନୂଆ-ଓ’ ଛାତ୍ରବୃତ୍ତି ବଣ୍ଟନ କଲେ ୫-ଟି ଅଧ୍ୟକ୍ଷ
ଖୋର୍ଦ୍ଧା – ଖୋର୍ଦ୍ଧା ଜିଲ୍ଲାରେ ‘ନୂଆ-ଓ’ ଛାତ୍ରବୃତ୍ତି ବଣ୍ଟନ କରିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଜିଲ୍ଲାର ୮ ହଜାର ୯୫୮ ଛାତ୍ରଛାତ୍ରୀଙ୍କୁ ଏହି ମେଧାବୃତ୍ତି ପ୍ରଦାନ କରାଯାଇଛି। ଯୁକ୍ତ ୩ ଏବଂ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ପ୍ରଦାନ କରାଯାଇଛି। ଛାତ୍ରୀଙ୍କୁ ୧୦ ହଜାର ଏବଂ ଛାତ୍ରଙ୍କ ଖାତାକୁ ୯ ହଜାର ଟଙ୍କା ପ୍ରଦାନ କରାଯାଉଛି। ମାର୍ଚ୍ଚ ୫ ତାରିଖ ମଧ୍ୟରେ ସମସ୍ତ ୩୦ ଜିଲ୍ଲାର ଛାତ୍ରଛାତ୍ରୀ ଏହି ଛାତ୍ରବୃତ୍ତି ପାଇବେ। ଖୋର୍ଦ୍ଧା ଜିଲ୍ଲାର ୯୮ [...]
ଖୋର୍ଦ୍ଧା – ଖୋର୍ଦ୍ଧା ଜିଲ୍ଲାରେ ‘ନୂଆ-ଓ’ ଛାତ୍ରବୃତ୍ତି ବଣ୍ଟନ କରିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଜିଲ୍ଲାର ୮ ହଜାର ୯୫୮ ଛାତ୍ରଛାତ୍ରୀଙ୍କୁ ଏହି ମେଧାବୃତ୍ତି ପ୍ରଦାନ କରାଯାଇଛି। ଯୁକ୍ତ ୩ ଏବଂ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ପ୍ରଦାନ କରାଯାଇଛି। ଛାତ୍ରୀଙ୍କୁ ୧୦ ହଜାର ଏବଂ ଛାତ୍ରଙ୍କ ଖାତାକୁ ୯ ହଜାର ଟଙ୍କା ପ୍ରଦାନ କରାଯାଉଛି। ମାର୍ଚ୍ଚ ୫ ତାରିଖ ମଧ୍ୟରେ ସମସ୍ତ ୩୦ ଜିଲ୍ଲାର ଛାତ୍ରଛାତ୍ରୀ ଏହି ଛାତ୍ରବୃତ୍ତି ପାଇବେ। ଖୋର୍ଦ୍ଧା ଜିଲ୍ଲାର ୯୮ ପ୍ରତିଶତ ପିଲା ଏହି ଛାତ୍ରବୃତ୍ତି ପାଉଛନ୍ତି।
ବାପାମାଆ କଷ୍ଟ କରି ପିଲାମାନଙ୍କୁ ପାଠ ପଢାଉଛନ୍ତି। ବାପାମାଆଙ୍କ ବୋଝ ହାଲକା କରିବାକୁ ମୁଖ୍ୟମନ୍ତ୍ରୀ ଏହି ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଭାରତ ବର୍ଷରେ ଏଭଳି ଯୋଜନା କୌଣସି ରାଜ୍ଯରେ ନାହିଁ ବୋଲି କହିଥିଲେ ୫- ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏହି ଅବସରରେ କହିଛନ୍ତି। ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବାକୁ ଏହି ‘ନୂଆ-ଓ’ ଛାତ୍ରବୃତ୍ତି ଉଦ୍ଦିଷ୍ଟ ବୋଲି ସେ କହିଥିଲେ। ପ୍ରଥମଥର ପାଇଁ ସମସ୍ତ ବର୍ଗର ପିଲା ପାଇବେ ଏହି ଛାତ୍ରବୃତ୍ତି।
ବ୍ରହ୍ମପୁର ଭାରୋତ୍ତୋଳନ ଏକାଡେମୀ ଦେଶର ସର୍ବବୃହତ୍, ସ୍ପୋର୍ଟସ କମ୍ପ୍ଲେକ୍ସ ଅନ୍ୟତମ ଆକର୍ଷଣ
Next ArticleKandhamal: School Education Committee Ex-President Sentenced to 3 Yrs Jail for Misappropriating Govt. Money
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
