News Room Odisha
BREAKING
Odia

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ବିଲ୍ ଗେଟ୍ସ

ଭୁବନେଶ୍ୱର – ଭୁବନେଶ୍ୱରକୁ ଦିନିକିଆ ଗସ୍ତରେ ଆସିଥିବା ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି ବିଲ୍ ଗେଟ୍ସ। ଉଭୟଙ୍କ ମଧ୍ୟରେ ଆଲୋଚନାରେ ଓଡିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ , କୃଷି ଓ କୃଷକଙ୍କ ବିକାଶ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବସ୍ତି ପରିଚାଳନା ଓ ବିଭିନ୍ନ କ୍ଷେତ୍ରରେ ରୂପାନ୍ତରଣ ପ୍ରସଙ୍ଗ ସ୍ଥାନ ପାଇଥିଲା । ମୁଖ୍ୟମନ୍ତ୍ରୀ [...]

Admin•February 28, 2024
Share Article:

ଭୁବନେଶ୍ୱର – ଭୁବନେଶ୍ୱରକୁ ଦିନିକିଆ ଗସ୍ତରେ ଆସିଥିବା ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି ବିଲ୍ ଗେଟ୍ସ। ଉଭୟଙ୍କ ମଧ୍ୟରେ ଆଲୋଚନାରେ ଓଡିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ , କୃଷି ଓ କୃଷକଙ୍କ ବିକାଶ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବସ୍ତି ପରିଚାଳନା ଓ ବିଭିନ୍ନ କ୍ଷେତ୍ରରେ ରୂପାନ୍ତରଣ ପ୍ରସଙ୍ଗ ସ୍ଥାନ ପାଇଥିଲା । ମୁଖ୍ୟମନ୍ତ୍ରୀ -ବିଲ୍ ଗେଟ୍ସ ଆଲୋଚନା ବେଳେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। ପୂର୍ବରୁ ବିଲ୍ ଗେଟ୍ସ ମଙ୍ଗଳା ବସ୍ତି ଓ ମିଶନ ଶକ୍ତି ବଜାର ପରିଦର୍ଶନ କରିଥିଲେ।

#Odia#Odisha#News
Share Article:

Related Articles