News Room Odisha
BREAKING
Odia

ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଫରେଷ୍ଟ ପାର୍କରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। କଳିଙ୍ଗବୀରଙ୍କ ଆଜି ୧୦୮ ତମ ଜନ୍ମବାର୍ଷିକୀ ଧୁମଧାମରେ ପାଳନ କରାଯାଉଛି। ଶାସକ ବିଜୁ ଜନତା ଦଳ ପକ୍ଷରୁ ଆଜି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।

Admin•March 5, 2024
Share Article:

#Odia#Odisha#News
Share Article:

Related Articles