News Room Odisha
BREAKING
Odia

କ୍ୟାବିନେଟ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।

Admin•March 9, 2024
Share Article:

#Odia#Odisha#News
Share Article:

Related Articles