ବିଜେଡି ବୈଠକରେ ନିର୍ବାଚନମଣ୍ଡଳୀରେ ଦଳୀୟ ସ୍ଥିତି ନେଇ ଆଲୋଚନା : ଦେବୀ ମିଶ୍ର
ଭୁବନେଶ୍ୱର – ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା ଓ ପର୍ଯ୍ୟବେକ୍ଷକମାନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୩୦ରୁ ଅଧିକ ନେତା ଯୋଗ ଦେଇଥିଲେ। ଦୀର୍ଘ ଅଢେଇ ଘଣ୍ଟା ଧରି ବୈଠକ ଚାଲିଥିଲା । ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ,ଆଜିର ବୈଠକରେ ଆଗାମୀ ନିର୍ବାଚନ ନେଇ ଦଳୀୟ ରଣକୌଶଳ ସମ୍ପର୍କରେ ଆଲୋଚନା ହୋଇଛି । ପ୍ରତି ବୁଥ, [...]
ଭୁବନେଶ୍ୱର – ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା ଓ ପର୍ଯ୍ୟବେକ୍ଷକମାନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୩୦ରୁ ଅଧିକ ନେତା ଯୋଗ ଦେଇଥିଲେ। ଦୀର୍ଘ ଅଢେଇ ଘଣ୍ଟା ଧରି ବୈଠକ ଚାଲିଥିଲା । ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ,ଆଜିର ବୈଠକରେ ଆଗାମୀ ନିର୍ବାଚନ ନେଇ ଦଳୀୟ ରଣକୌଶଳ ସମ୍ପର୍କରେ ଆଲୋଚନା ହୋଇଛି । ପ୍ରତି ବୁଥ, ବ୍ଲକ ଓ ଜିଲ୍ଲାୱାରୀ ସ୍ଥିତି ନେଇ ବୈଠକରେ ଆଲୋଚନା ହୋଇଥିବା ନେଇ ଦେବୀ ମିଶ୍ର ସୂଚନା ଦେଇଛନ୍ତି। ଦଳର ପର୍ଯ୍ୟବେକ୍ଷକମାନେ ସେମାନଙ୍କ ରିପୋର୍ଟ ଦେଇଛନ୍ତି ବୋଲି ଦେବୀ ମିଶ୍ର କହିଛନ୍ତି।
5T Chairman Reviews Development of Maa Barunei Temple and Kapileswar Temple
Next ArticleDGP Felicitates Odisha Police Rowing Team for Winning 5 Medals in 23rd All India Police Water Sports Championship
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
