ବିଧାନସଭା ନିର୍ବାଚନ ପାଇଁ ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କଲେ ନବୀନ, ପ୍ରଥମେ ଆସିଲା ପ୍ରଥମେ ଜଗନ୍ନାଥ ସାରକାଙ୍କ ନାମ, ନବୀନ ପୁଣି ଲଢିବେ ହିଞ୍ଜିଳିରୁ
ଭୁବନେଶ୍ୱର – ବିଧାନସଭା ନିର୍ବାଚନ ପାଇଁ ଶାସକ ବିଜୁ ଜନତା ଦଳ ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ପରମ୍ପରା କ୍ରମେ ମହାପ୍ରଭୁ ଜଗନ୍ନାଥଙ୍କୁ ସମ୍ମାନ ଜଣାଇ ବିଦାୟୀ ବିଧାୟକ ଜଗନ୍ନାଥ ସାରକାଙ୍କ ନାମ ପ୍ରଥମ ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ନବୀନ। ସେ ବିଷମ କଟକରୁ ପ୍ରାର୍ଥୀ ହେବେ । ଅତାବିରାରୁ ଲଢ଼ିବେ ସ୍ନେହାଙ୍ଗିନୀ ଛୁରିଆ। ଗୁଣୁପୁର ବିଧାନସଭା ଆସନରୁ [...]
ଭୁବନେଶ୍ୱର – ବିଧାନସଭା ନିର୍ବାଚନ ପାଇଁ ଶାସକ ବିଜୁ ଜନତା ଦଳ ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ପରମ୍ପରା କ୍ରମେ ମହାପ୍ରଭୁ ଜଗନ୍ନାଥଙ୍କୁ ସମ୍ମାନ ଜଣାଇ ବିଦାୟୀ ବିଧାୟକ ଜଗନ୍ନାଥ ସାରକାଙ୍କ ନାମ ପ୍ରଥମ ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ନବୀନ। ସେ ବିଷମ କଟକରୁ ପ୍ରାର୍ଥୀ ହେବେ । ଅତାବିରାରୁ ଲଢ଼ିବେ ସ୍ନେହାଙ୍ଗିନୀ ଛୁରିଆ। ଗୁଣୁପୁର ବିଧାନସଭା ଆସନରୁ ରଘୁନାଥ ଗମାଙ୍ଗ, ରାୟଗଡ଼ାରୁ ଅନୁସୂୟା ମାଝୀ, ବରଗଡ଼ରୁ ଦେବେଶ ଆଚାର୍ଯ୍ୟ,ବିଜେପୁରରୁ ରୀତା ସାହୁ, ଭଟଲିରୁ ସୁଶାନ୍ତ ସାହୁ, ଜଳେଶ୍ବରରୁ ଅଶ୍ୱିନ ପାତ୍ର,ବସ୍ତାରୁ ସୁଭାଷିନୀ ଜେନା, ଭଣ୍ଡାରିପୋଖରୀରୁ ସଞ୍ଜିବ ମଲ୍ଲିକ, ଭଦ୍ରକରୁ ପ୍ରଫୁଲ୍ଲ ସାମଲ, ବାସୁଦେବପୁରରୁ ବିଷ୍ଣୁବ୍ରତ ରାଉତରାୟ, ଧାମନଗରରୁ ଡକ୍ଟର ସଞ୍ଜୟ ଦାସ, ଚାନ୍ଦବାଲିରୁ ବ୍ୟୋମକେଶ ରାୟ, ବିଞ୍ଝାରପୁରରୁ ପ୍ରମିଳା ମଲ୍ଲିକ, ଧର୍ମଶାଳାରୁ ପ୍ରଣବ ବଳବନ୍ତରାୟ ଓ ଯାଜପୁରରୁ ସୁଜାତା ସାହୁ ପ୍ରାର୍ଥୀ ହେବେ ।
ଜୁନାଗଡ଼ରୁ ଦିବ୍ୟଶଙ୍କର ମିଶ୍ର, ଧର୍ମଗଡ଼ରୁ ପୁଷ୍ପେନ୍ଦ୍ର ସିଂହଦେଓ, ଭବାନୀପାଟଣାରୁ ଲତିକା ନାଏକ, ଜି. ଉଦୟଗିରିରୁ ସାଲୁଗା ପ୍ରଧାନ,
କଣ୍ଟାମାଳରୁ ମହିଧର ରଣା, ବୌଦ୍ଧରୁ ପ୍ରଦୀପ ଅମାତ,ବଡମ୍ବାରୁ ଦେବୀ ମିଶ୍ର, ବାଙ୍କୀରୁ ଦେବୀ ରଂଜନ ତ୍ରିପାଠୀ, ବଲାଙ୍ଗିରରୁ କଳିକେଶ ସିଂହଦେଓ, ଟିଟିଲାଗଡ଼ରୁ ଟୁକୁନି ସାହୁ, ନୂଆପଡ଼ାରୁ ରାଜେନ୍ଦ୍ର ଢୋଲକିଆ, ଉମରକୋଟରୁ ନବୀନା ନାଏକ,ଝରିଗାଁରୁ ରମେଶ ମାଝୀ, ନବରଙ୍ଗପୁରରୁ କୌଶଲ୍ୟା ପ୍ରଧାନୀ, ଡାବୁଗାଁରୁ ମନୋହର ରନ୍ଧାରୀ, ଲାଞ୍ଜିଗଡ଼ରୁ ପ୍ରଦୀପ ଦିଶାରୀ, ଆଠଗଡ଼ରୁ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚୌଦ୍ବାର କଟକରୁ ସୌଭିକ ବିଶ୍ବାଳ, ନିଆଳିରୁ ପ୍ରମୋଦ ମଲ୍ଲିକ, କଟକ ସଦରରୁ ଚନ୍ଦ୍ରସାରଥି ବେହେରା,ପାଟକୁରାରୁ ଅରବିନ୍ଦ ମହାପାତ୍ର, ଆଳିରୁ ପ୍ରତାପ ଦେବ, ରାଜନଗରରୁ ଧ୍ରୁବ ସାହୁ, ମହାକାଳପଡ଼ାରୁ ଅତନୁ ସବ୍ୟସାଚୀ ନାୟକ,ପୁରୀରୁ ସୁନୀଲ ମହାନ୍ତି, ବ୍ରହ୍ମଗିରିରୁ ଉମା ସାମନ୍ତରାୟ, ସତ୍ୟବାଦୀରୁ ସଂଜୟ ଦାସବର୍ମା, ପିପିଲିରୁ ରୁଦ୍ର ମହାରଥୀ,
ଜଟଣୀରୁ ବିଭୂତି ବଳବନ୍ତରାୟ, ରଣପୁରରୁଷସତ୍ୟ ନାରାୟଣ ପ୍ରଧାନ ଦଶପଲ୍ଲାରୁ ରମେଶ ବେହେରା, ନୟାଗଡ଼ରୁ ଅରୁଣ ସାହୁ, ଭଂଜନଗରରୁ ବିକ୍ରମ ଆରୁଖ, ପୋଲସରାରୁ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗରରୁ ଲତିକା ପ୍ରଧାନ, ଛତ୍ରପୁରରୁ ସୁବାସ ବେହେରା
ସୋରଡ଼ାରୁ ସଂଘମିତ୍ରା ସ୍ବାଇଁ, ହିଂଜିଳିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗୋପାଳପୁରରୁ ବିକ୍ରମ ପଣ୍ଡା, ଦିଗପହଣ୍ଡିରୁ ବିପ୍ଳବ ପାତ୍ର
ଚିକିଟିରୁ ଚିନ୍ମୟାନନ୍ଦ ଶ୍ରୀରୂପ ଦେବ, କୋଟପାଡ଼ରୁ ଚନ୍ଦ୍ରଶେଖର ମାଝୀ ନିର୍ବାଚନ ଲଢ଼ିବେ ।
BJD Names Candidates for 9 Lok Sabha Seats, Pranab Das to Contest from Sambalpur
Next Articleଲୋକସଭା ନିର୍ବାଚନ ପାଇଁ ବିଜେଡିର ୯ ଜଣିଆ ପ୍ରଥମ ପ୍ରାର୍ଥୀ ତାଲିକା, ସମ୍ବଲପୁରରୁ ଲଢ଼ିବେ ପ୍ରଣବ ପ୍ରକାଶ ଦାସ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
