News Room Odisha
BREAKING
Odia

ଓଡ଼ିଶା ପାଇଁ କଂଗ୍ରେସର ୯ ଜଣିଆ ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା, ବାଲେଶ୍ଵରରୁ ଲଢିବେ ଶ୍ରୀକାନ୍ତ ଜେନା

ନୂଆଦିଲ୍ଲୀ – ଆଗାମୀ ଲୋକସଭା ନିର୍ବାଚନ ପାଇଁ ରାଜ୍ୟ କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଓଡ଼ିଶା ପାଇଁ ଆଉ ୯ଟି ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଅନୁସାରେ ବାଲେଶ୍ଵର ଲୋକସଭା ଆସନରୁ ଲଢ଼ିବେ ବରିଷ୍ଠ ନେତା ଶ୍ରୀକାନ୍ତ ଜେନା । କେନ୍ଦୁଝର ଆସନରୁ ମୋହନ ହେମ୍ବ୍ରମ, ଭଦ୍ରକରୁ ଅନନ୍ତ ପ୍ରସାଦ ସେଠୀ, ଯାଜପୁରରୁ ଅଞ୍ଚଳ ଦାସ, ଢେଙ୍କାନାଳରୁ ସସ୍ମିତା ବେହେରା, କେନ୍ଦ୍ରାପଡାରୁ ସିଦ୍ଧାର୍ଥ ସ୍ୱରୂପ ଦାସ, ଜଗତସିଂହପୁରରୁ [...]

Admin•April 13, 2024
Share Article:
ଓଡ଼ିଶା ପାଇଁ କଂଗ୍ରେସର ୯ ଜଣିଆ ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା, ବାଲେଶ୍ଵରରୁ ଲଢିବେ ଶ୍ରୀକାନ୍ତ ଜେନା

ନୂଆଦିଲ୍ଲୀ – ଆଗାମୀ ଲୋକସଭା ନିର୍ବାଚନ ପାଇଁ ରାଜ୍ୟ କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଓଡ଼ିଶା ପାଇଁ ଆଉ ୯ଟି ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଅନୁସାରେ ବାଲେଶ୍ଵର ଲୋକସଭା ଆସନରୁ ଲଢ଼ିବେ ବରିଷ୍ଠ ନେତା ଶ୍ରୀକାନ୍ତ ଜେନା । କେନ୍ଦୁଝର ଆସନରୁ ମୋହନ ହେମ୍ବ୍ରମ, ଭଦ୍ରକରୁ ଅନନ୍ତ ପ୍ରସାଦ ସେଠୀ, ଯାଜପୁରରୁ ଅଞ୍ଚଳ ଦାସ, ଢେଙ୍କାନାଳରୁ ସସ୍ମିତା ବେହେରା, କେନ୍ଦ୍ରାପଡାରୁ ସିଦ୍ଧାର୍ଥ ସ୍ୱରୂପ ଦାସ, ଜଗତସିଂହପୁରରୁ ରବୀନ୍ଦ୍ର କୁମାର ସେଠୀ, ପୁରୀରୁ ସୁଚରିତା ମହାନ୍ତି ଓ ଭୁବନେଶ୍ୱରରୁ ୟାସିର ନୱ।ଜ ପ୍ରତିଦ୍ବନ୍ଦ୍ବିତା କରିବେ।

ପୂର୍ବରୁ କଂଗ୍ରେସ ପ୍ରଥମ ପର୍ଯ୍ୟାୟରେ ୮ଟି ଲୋକସଭା ଓ ୪୯ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଥିଲା ।

#Odia#Odisha#News
Share Article:

Related Articles