News Room Odisha
BREAKING
Odia

ଆସିଲା ବିଜେଡିର ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର – ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଘୋଷିତ ତାଲିକା ଅନୁସାରେ ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାର୍ଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁ, କେନ୍ଦ୍ରାପଡାରୁ ଗଣେଶ୍ୱର ବେହେରା,ଚମ୍ପୁଆରୁ ସନାତନ ମହାକୁଡ଼ ଓ ବଡଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପ୍ରତିଦ୍ବନ୍ଦ୍ବିତା [...]

Admin•April 20, 2024
Share Article:

ଭୁବନେଶ୍ୱର – ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି।

ଘୋଷିତ ତାଲିକା ଅନୁସାରେ ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାର୍ଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁ, କେନ୍ଦ୍ରାପଡାରୁ ଗଣେଶ୍ୱର ବେହେରା,ଚମ୍ପୁଆରୁ ସନାତନ ମହାକୁଡ଼ ଓ ବଡଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପ୍ରତିଦ୍ବନ୍ଦ୍ବିତା କରିବେ।

#Odia#Odisha#News
Share Article:

Related Articles