‘ଯୋଡ଼ି ଶଙ୍ଖ’ ଚୟନ ପାଇଁ ଭୋଟରଙ୍କୁ ନବୀନଙ୍କ ନିବେଦନ
ଭୁବନେଶ୍ବର – ଭୋଟରଙ୍କୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅପିଲ୍ । ଏଥର ନିର୍ବାଚନରେ ‘ଯୋଡ଼ି ଶଙ୍ଖ’ ବାଛିବାକୁ ଭୋଟରଙ୍କୁ ନବୀନଙ୍କ ନିବେଦନ। ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଯୋଡ଼ି ଶଙ୍ଖ ଅର୍ଥାତ ବିଜେଡିର ଉଭୟ ଏମଏଲଏ ଓ ଏମପି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଆସନ୍ତାକାଲି ହିଞ୍ଜିଳିରୁ ନବୀନ ପଟ୍ଟନାୟକ ବିଜେଡି ପାଊ ପ୍ରଚାର ଆରମ୍ଭ କରିବେ। ବିଜେଡି ନେତା [...]
ଭୁବନେଶ୍ବର – ଭୋଟରଙ୍କୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅପିଲ୍ । ଏଥର ନିର୍ବାଚନରେ ‘ଯୋଡ଼ି ଶଙ୍ଖ’ ବାଛିବାକୁ ଭୋଟରଙ୍କୁ ନବୀନଙ୍କ ନିବେଦନ। ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଯୋଡ଼ି ଶଙ୍ଖ ଅର୍ଥାତ ବିଜେଡିର ଉଭୟ ଏମଏଲଏ ଓ ଏମପି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଆସନ୍ତାକାଲି ହିଞ୍ଜିଳିରୁ ନବୀନ ପଟ୍ଟନାୟକ ବିଜେଡି ପାଊ ପ୍ରଚାର ଆରମ୍ଭ କରିବେ।
ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍ଙ୍କ ମଧ୍ୟ ଏହିଭଳି ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ପୋଷ୍ଟ ହୋଇଛି। ଏଥିରେ ନବୀନ ୨୪ ତାରିଖରେ ହିଞ୍ଜିଳି ଯିବେ ବୋଲି ପାଣ୍ଡିଆନ ସୂଚନା ଦେଉଛନ୍ତି। ଏହା ସହ ଯୋଡ଼ି ଶଙ୍ଖରେ ମଧ୍ୟ ଭୋଟ୍ ଦେବାକୁ ନିବେଦନ କରୁଛନ୍ତି।
ଶ୍ରୀମନ୍ଦିରରେ ରକ୍ତଛିଟା ଯୋଗୁଁ ଶ୍ରୀଜିଉଙ୍କ ହେଲା ବଡ଼ ମହାସ୍ନାନ
Next Articleଏମଡିଏଚ୍-ଏଭରେଷ୍ଟ ମସଲା ବିବାଦ: ଦେଶରେ ବିକ୍ରି ହେଉଥିବା ସମସ୍ତ ମସଲା ଗୁଣ୍ଡର ମାନ ଯାଞ୍ଚ୍ କରାଯିବ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
