News Room Odisha
BREAKING
Odia

ଗୀତା ଉପଦେଶ: ଭଗବାନଙ୍କ ଠାରେ ହିଁ ମନକୁ କେନ୍ଦ୍ରିତ କର,ସକଳ ଦ୍ଵନ୍ଦରୁ ମୁକ୍ତି ମିଳିବ

ଶ୍ରୀ ଭଗବାନ ଅର୍ଜ୍ଜୁନଙ୍କୁ ଜ୍ଞାନ ଓ ବିଜ୍ଞାନର ସମ୍ପୂର୍ଣ୍ଣ ରହସ୍ୟ ସମ୍ବନ୍ଧରେ କହୁଛନ୍ତି- ମୟାସକ୍ତମନାଃ ପାର୍ଥ ଯୋଗଂ ଯୁଞ୍ଜନ୍ମଦାଶ୍ରୟଃ । ଅସଂଶୟଂ ସମଗ୍ରଂ ମାଂ ଯଥା ଜ୍ଞାସ୍ୟସି ତଚ୍ଛୃଣୁ। ଅର୍ଥାତ ଭଗବାନ କହିଲେ, ହେ ଅର୍ଜୁନ! ବର୍ତ୍ତମାନ ଶୁଣ, କେବଳ ମୋଠାରେ ହିଁ ମନକୁ କେନ୍ଦ୍ରିତ କରି, ଭକ୍ତି ଯୋଗର ସାଧନା ଦ୍ୱାରା ମୋର ଶରଣାଗତ ହେଲେ, ଏହା ନିଃସନ୍ଦେହ ଯେ ତୁମେ ମୋତେ ସମ୍ପୂର୍ଣ୍ଣ ଭାବେ ଜାଣିପାରିବ ।

Admin•April 24, 2024
Share Article:

ଶ୍ରୀ ଭଗବାନ ଅର୍ଜ୍ଜୁନଙ୍କୁ ଜ୍ଞାନ ଓ ବିଜ୍ଞାନର ସମ୍ପୂର୍ଣ୍ଣ ରହସ୍ୟ ସମ୍ବନ୍ଧରେ କହୁଛନ୍ତି-

ମୟାସକ୍ତମନାଃ ପାର୍ଥ ଯୋଗଂ ଯୁଞ୍ଜନ୍ମଦାଶ୍ରୟଃ ।
ଅସଂଶୟଂ ସମଗ୍ରଂ ମାଂ ଯଥା ଜ୍ଞାସ୍ୟସି ତଚ୍ଛୃଣୁ।

ଅର୍ଥାତ ଭଗବାନ କହିଲେ, ହେ ଅର୍ଜୁନ! ବର୍ତ୍ତମାନ ଶୁଣ, କେବଳ ମୋଠାରେ ହିଁ ମନକୁ କେନ୍ଦ୍ରିତ କରି, ଭକ୍ତି ଯୋଗର ସାଧନା ଦ୍ୱାରା ମୋର ଶରଣାଗତ ହେଲେ, ଏହା ନିଃସନ୍ଦେହ ଯେ ତୁମେ ମୋତେ ସମ୍ପୂର୍ଣ୍ଣ ଭାବେ ଜାଣିପାରିବ ।

#Odia#Odisha#News
Share Article:

Related Articles