News Room Odisha
BREAKING
Odia

ଗୀତା ଉପଦେଶ: ଜ୍ଞାନ ଓ ବିଜ୍ଞାନର ସମ୍ପୂର୍ଣ୍ଣ ରହସ୍ୟ ଜାଣିବା ପରେ ଏହି ସଂସାରରେ ଆଉ କିଛି ଜାଣିବା ପାଇଁ ବାକି ରହିନଥାଏ

ଶ୍ରୀ ଭଗବାନ ଅର୍ଜ୍ଜୁନଙ୍କୁ ଜ୍ଞାନ ଓ ବିଜ୍ଞାନର ସମ୍ପୂର୍ଣ୍ଣ ରହସ୍ୟ ସମ୍ବନ୍ଧରେ କହୁଛନ୍ତି- ଜ୍ଞାନଂ ତେଽହଂ ସବିଜ୍ଞାନମିଦଂ ବକ୍ଷ୍ୟାମ୍ୟଶେଷତଃ।* ଯଜ୍‌ଜ୍ଞାତ୍ୱା ନେହ ଭୂୟୋଽନ୍ୟଜ୍‌ ଜ୍ଞାତବ୍ୟମ ବଶିଷ୍ୟତେ।। ଅର୍ଥାତ ଭଗବାନ କହିଲେ, ହେ ଅର୍ଜୁନ! ବର୍ତ୍ତମାନ ଶୁଣ, କେବଳ ମୋଠାରେ ହିଁ ମନକୁ କେନ୍ଦ୍ରିତ କରି, ଭକ୍ତି ଯୋଗର ସାଧନା ଦ୍ୱାରା ମୋର ଶରଣାଗତ ହେଲେ, ଏହା ନିଃସନ୍ଦେହ ଯେ ତୁମେ ମୋତେ ସମ୍ପୂର୍ଣ୍ଣ ଭାବେ ଜାଣିପାରିବ । ବର୍ତ୍ତମାନ ମୁଁ ତୁମ ସମ୍ମୁଖରେ ଏହି ଜ୍ଞାନ ଓ [...]

Admin•April 26, 2024
Share Article:

ଶ୍ରୀ ଭଗବାନ ଅର୍ଜ୍ଜୁନଙ୍କୁ ଜ୍ଞାନ ଓ ବିଜ୍ଞାନର ସମ୍ପୂର୍ଣ୍ଣ ରହସ୍ୟ ସମ୍ବନ୍ଧରେ କହୁଛନ୍ତି-

ଜ୍ଞାନଂ ତେଽହଂ ସବିଜ୍ଞାନମିଦଂ ବକ୍ଷ୍ୟାମ୍ୟଶେଷତଃ।*
ଯଜ୍‌ଜ୍ଞାତ୍ୱା ନେହ ଭୂୟୋଽନ୍ୟଜ୍‌ ଜ୍ଞାତବ୍ୟମ ବଶିଷ୍ୟତେ।।

ଅର୍ଥାତ ଭଗବାନ କହିଲେ, ହେ ଅର୍ଜୁନ! ବର୍ତ୍ତମାନ ଶୁଣ, କେବଳ ମୋଠାରେ ହିଁ ମନକୁ କେନ୍ଦ୍ରିତ କରି, ଭକ୍ତି ଯୋଗର ସାଧନା ଦ୍ୱାରା ମୋର ଶରଣାଗତ ହେଲେ, ଏହା ନିଃସନ୍ଦେହ ଯେ ତୁମେ ମୋତେ ସମ୍ପୂର୍ଣ୍ଣ ଭାବେ ଜାଣିପାରିବ । ବର୍ତ୍ତମାନ ମୁଁ ତୁମ ସମ୍ମୁଖରେ ଏହି ଜ୍ଞାନ ଓ ବିଜ୍ଞାନର ସମ୍ପୂର୍ଣ୍ଣ ରହସ୍ୟ ଉନ୍ମୋଚନ କରିବାକୁ ଯାଉଛି, ଯାହା ଜାଣିବା ପରେ ଏହି ସଂସାରରେ ଆଉ କିଛି ଜାଣିବା ପାଇଁ ବାକି ରହିବ ନାହିଁ ।

#Odia#Odisha#News
Share Article:

Related Articles