ବିଜେପିରୁ ଇସ୍ତଫା ଦେଇ ବିଜେଡି ବାହୁଡିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ
ଭୁବନେଶ୍ବର – ବିଜେପିରୁ ଇସ୍ତଫା ଦେଇ ବିଜେଡିକୁ ଫେରିଛନ୍ତି ଧାମନଗରର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ରାଜେନ୍ଦ୍ର ଦାସ ବିଜେଡିରେ ସାମିଲ ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଧାମନଗରରେ ଉପନିର୍ବାଚନରେ ରାଜେନ୍ଦ୍ର ଦାସ ପ୍ରଥମେ ସ୍ୱାଧୀନ ଭାବେ ଲଢ଼ିଥିଲେ । କିନ୍ତୁ ପରେ ବିଜେପିରେ ମିଶିଥିଲେ । ଏଥର ସୋର ଆସନରୁ ରାଜେନ୍ଦ୍ରଙ୍କୁ ବିଜେପି ବିଧାନସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ବି ଶେଷ ମୁହୂର୍ତ୍ତରେ ପର୍ଶୁରାମ ଧଡାଙ୍କୁ ଟିକେଟ ଦେଇଥିଲା [...]
ଭୁବନେଶ୍ବର – ବିଜେପିରୁ ଇସ୍ତଫା ଦେଇ ବିଜେଡିକୁ ଫେରିଛନ୍ତି ଧାମନଗରର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ରାଜେନ୍ଦ୍ର ଦାସ ବିଜେଡିରେ ସାମିଲ ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଧାମନଗରରେ ଉପନିର୍ବାଚନରେ ରାଜେନ୍ଦ୍ର ଦାସ ପ୍ରଥମେ ସ୍ୱାଧୀନ ଭାବେ ଲଢ଼ିଥିଲେ । କିନ୍ତୁ ପରେ ବିଜେପିରେ ମିଶିଥିଲେ । ଏଥର ସୋର ଆସନରୁ ରାଜେନ୍ଦ୍ରଙ୍କୁ ବିଜେପି ବିଧାନସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ବି ଶେଷ ମୁହୂର୍ତ୍ତରେ ପର୍ଶୁରାମ ଧଡାଙ୍କୁ ଟିକେଟ ଦେଇଥିଲା । ବିଜେପିରେ ଅବହେଳିତ ହେବା ପରେ ପୁଣି ବିଜେଡିକୁ ଫେରିଛନ୍ତି ରାଜେନ୍ଦ୍ର। ଚାନ୍ଦବାଲି, ବାସୁଦେବପୁର ଓ ଧାମନଗର ଆସନ ବିଜେଡି ଜିତିବ ବୋଲି ସେ କହିଛନ୍ତି ।
କେଜ୍ରିୱାଲଙ୍କ ବାସଭବନରେ ମାରପିଟ୍ ଘଟଣା ନେଇ ସ୍ବାତି ମାଲିୱାଲଙ୍କ ବୟାନ ରେକର୍ଡ କଲା ଦିଲ୍ଲୀ ପୋଲିସ
Next Articleଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଗଞ୍ଜାମ ଜିଲ୍ଲାରେ ମୁତୟନ ହେବେ ୨୦ କମ୍ପାନୀ ସିଏପିଏଫ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
