News Room Odisha
BREAKING
Odia

ବିଜେଡିକୁ ଫେରିଲେ ଜ୍ୟୋତି : ବାଲେଶ୍ଵର ଜିଲ୍ଲା ସଭାପତି ନିଯୁକ୍ତ, ଅଶ୍ୱିନୀ ପାତ୍ର ବରିଷ୍ଠ ସାଧାରଣ ସମ୍ପାଦକ

ଭୁବନେଶ୍ୱର – ବିଜେଡି ଛାଡ଼ିଥିବା ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପୁଣି ଦଳକୁ ଫେରିଛନ୍ତି । ଆଉ ତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ବାଲେଶ୍ଵର ଜିଲ୍ଲା ବିଜେଡି ସଭାପତି ଭାବେ ନିଯୁକ୍ତ କରାଯାଇଛି। ଏହାଛଡା ଅଶ୍ୱିନୀ କୁମାର ପାତ୍ରଙ୍କୁ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏସବୁ ନୂଆ ନିଯୁକ୍ତି ନେଇ ପ୍ରେସ ରିଲିଜ ଜରିଆରେ ଦଳ ପକ୍ଷରୁ [...]

Admin•May 23, 2024
Share Article:

ଭୁବନେଶ୍ୱର – ବିଜେଡି ଛାଡ଼ିଥିବା ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପୁଣି ଦଳକୁ ଫେରିଛନ୍ତି । ଆଉ ତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ବାଲେଶ୍ଵର ଜିଲ୍ଲା ବିଜେଡି ସଭାପତି ଭାବେ ନିଯୁକ୍ତ କରାଯାଇଛି। ଏହାଛଡା ଅଶ୍ୱିନୀ କୁମାର ପାତ୍ରଙ୍କୁ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏସବୁ ନୂଆ ନିଯୁକ୍ତି ନେଇ ପ୍ରେସ ରିଲିଜ ଜରିଆରେ ଦଳ ପକ୍ଷରୁ ସୂଚନା ଦିଆଯାଇଛି।

#Odia#Odisha#News
Share Article:

Related Articles