News Room Odisha
BREAKING
Odia

ଦଳୀୟ ନେତାଙ୍କ ସହ ସମୀକ୍ଷା ବୈଠକ କଲେ ବିଜେଡି ସୁପ୍ରିମୋ

ଭୁବନେଶ୍ବର – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ବିଧାନସଭା ନିର୍ବାଚନରେ ଦଳର ପ୍ରଦର୍ଶନ ନେଇ ସମୀକ୍ଷା ବୈଠକ କରିଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ଦଳର ଆଗାମୀ ରଣନୀତି ସମ୍ପର୍କରେ ସଭାପତିଙ୍କ ସହ ଦଳର ନେତାମାନେ ଆଲୋଚନା କରିଛନ୍ତି । ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ନବୀନ ବାବୁଙ୍କ ନିର୍ଦ୍ଦେଶରେ ଦଳ କାମ କରେ। ନବୀନ ବାବୁଙ୍କ ଛଡ଼ା ଦଳରେ ଆଉ କେହି କେବେ ଲିଡ୍‌ କରିନାହାନ୍ତି। [...]

Admin•June 6, 2024
Share Article:

ଭୁବନେଶ୍ବର – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ବିଧାନସଭା ନିର୍ବାଚନରେ ଦଳର ପ୍ରଦର୍ଶନ ନେଇ ସମୀକ୍ଷା ବୈଠକ କରିଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ଦଳର ଆଗାମୀ ରଣନୀତି ସମ୍ପର୍କରେ ସଭାପତିଙ୍କ ସହ ଦଳର ନେତାମାନେ ଆଲୋଚନା କରିଛନ୍ତି । ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ନବୀନ ବାବୁଙ୍କ ନିର୍ଦ୍ଦେଶରେ ଦଳ କାମ କରେ। ନବୀନ ବାବୁଙ୍କ ଛଡ଼ା ଦଳରେ ଆଉ କେହି କେବେ ଲିଡ୍‌ କରିନାହାନ୍ତି। ଦଳରେ ନବୀନ ବାବୁ ସର୍ବୋଚ୍ଚ ନେତା ଥିଲେ ଆଉ ସବୁ ବେଳେ ରହିବେ ।

ଜୟଶ୍ରୀ କହଁର, କୌଶଲ୍ୟା ପ୍ରଧାନ, ସୁଦାମ ମାର୍ଣ୍ଡି, ସୁବ୍ରତ ତରାଇ, ଲମ୍ବୋଦର ନିଆଲ, ଅବିନାଶ ସାମଲ, ରଞ୍ଜିତା ସାହୁ, ମନ୍ମଥ ରାଉତରାୟ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ରୋହିତ ପୂଜାରୀ, ପ୍ରୀତିରଞ୍ଜନ ଘଡାଇ, ପଦ୍ମନାଭ ବେହେରା ଏବଂ ବିଷ୍ଣୁବ୍ରତ ରାଉତରାୟ ପ୍ରମୁଖ ବିଜେଡି ସୁପ୍ରିମୋଙ୍କ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ।

#Odia#Odisha#News
Share Article:

Related Articles