News Room Odisha
BREAKING
Odia

ଗୀତା ଉପଦେଶ: “ଯୋଗୀ ପାଇଁ ଆସକ୍ତି ରହିତ କର୍ମ’ ମାଧ୍ୟମ ଅଟେ

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଧ୍ୟାନ ଯୋଗ ସମ୍ବନ୍ଧରେ କହୁଛନ୍ତି : – ଆରୁରୁକ୍ଷୋର୍ମୁନେର୍ଯୋଗଂ କର୍ମ କାରଣମୁଚ୍ୟତେ।* ଯୋଗାରୁଢ଼ସ୍ୟ ତସ୍ୟୈବ ଶମଃ କାରଣମୁଚ୍ୟତେ।* ଅର୍ଥାତ:- ଯେଉଁ ଜୀବ (ସାଧକ) ଯୋଗ ମାର୍ଗରେ ପରିପୂର୍ଣ୍ଣତା ହାସଲ କରିବାକୁ ଇଚ୍ଛା କରୁଥାଆନ୍ତି, ତାଙ୍କ ପାଇଁ ‘ଆସକ୍ତି ରହିତ କର୍ମ’ ମାଧ୍ୟମ ଅଟେ। ଯେଉଁ ତପସ୍ୱୀ (ସାଧକ) ଯୋଗାଋଢ଼ ଅବସ୍ଥା ପ୍ରାପ୍ତ କରିଥାଆନ୍ତି,ତାଙ୍କ ପାଇଁ ଶାନ୍ତ ଚିତ୍ତରେ ଧ୍ୟାନ କରିବା ହିଁ ସାଧନ ଅଟେ। ( ଗୀତା ଧ୍ୟାନ ଯୋଗ)

Admin•June 9, 2024
Share Article:

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଧ୍ୟାନ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ଆରୁରୁକ୍ଷୋର୍ମୁନେର୍ଯୋଗଂ କର୍ମ କାରଣମୁଚ୍ୟତେ।*
ଯୋଗାରୁଢ଼ସ୍ୟ ତସ୍ୟୈବ ଶମଃ କାରଣମୁଚ୍ୟତେ।*

ଅର୍ଥାତ:- ଯେଉଁ ଜୀବ (ସାଧକ) ଯୋଗ ମାର୍ଗରେ ପରିପୂର୍ଣ୍ଣତା ହାସଲ କରିବାକୁ ଇଚ୍ଛା କରୁଥାଆନ୍ତି, ତାଙ୍କ ପାଇଁ ‘ଆସକ୍ତି ରହିତ କର୍ମ’ ମାଧ୍ୟମ ଅଟେ। ଯେଉଁ ତପସ୍ୱୀ (ସାଧକ) ଯୋଗାଋଢ଼ ଅବସ୍ଥା ପ୍ରାପ୍ତ କରିଥାଆନ୍ତି,ତାଙ୍କ ପାଇଁ ଶାନ୍ତ ଚିତ୍ତରେ ଧ୍ୟାନ କରିବା ହିଁ ସାଧନ ଅଟେ।

( ଗୀତା ଧ୍ୟାନ ଯୋଗ)

#Odia#Odisha#News
Share Article:

Related Articles