News Room Odisha
BREAKING
Odia

କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଭକ୍ତ ଦାସଙ୍କ ଇସ୍ତଫା

ଭୁବନେଶ୍ୱର – ବିଧାନସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଦଳର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ଭକ୍ତଚରଣ ଦାସ । ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନର କାରଣ ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷଙ୍କୁ ଚିଠି ଲେଖି ପଦ ଛାଡିଛନ୍ତି ଭକ୍ତଚରଣ ଦାସ। ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସଙ୍କୁ ନିଯୁକ୍ତ କରିଥିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ।

Admin•June 10, 2024
Share Article:

#Odia#Odisha#News
Share Article:

Related Articles