News Room Odisha
BREAKING
Odia

ଜୁଲାଇ ୮ ତାରିଖରେ ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁରୀ – ଜୁଲାଇ ୮ ତାରିଖରେ ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି ଗଡ଼ନାୟକ ଆଜି ଏହି ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥର ଲେଜର ସ୍କାନିଂ କରାଯାଇଛି । ସ୍କାନିଂରେ କ୍ରାକ୍‌ ଥିବା ଜଣାପଡିଛି, ପାଣି ଜକଉ ଥାଇପାରେ । ଏହାକୁ ଖୋଲାଯାଇ ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଏସ୍‌ଆଇ କହିଛନ୍ତି, ୮ ତାରିଖରେ ରତ୍ନ ଭଣ୍ଡାର ଖୋଲାଯିବା ନିମନ୍ତେ ନିଷ୍ପତ୍ତି ନିଅଯାଇଛି। କୋର କମିଟି, ଟେକନିକାଲ କମିଟି [...]

Admin•June 19, 2024
Share Article:

ପୁରୀ – ଜୁଲାଇ ୮ ତାରିଖରେ ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି ଗଡ଼ନାୟକ ଆଜି ଏହି ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥର ଲେଜର ସ୍କାନିଂ କରାଯାଇଛି । ସ୍କାନିଂରେ କ୍ରାକ୍‌ ଥିବା ଜଣାପଡିଛି, ପାଣି ଜକଉ ଥାଇପାରେ । ଏହାକୁ ଖୋଲାଯାଇ ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଏସ୍‌ଆଇ କହିଛନ୍ତି, ୮ ତାରିଖରେ ରତ୍ନ ଭଣ୍ଡାର ଖୋଲାଯିବା ନିମନ୍ତେ ନିଷ୍ପତ୍ତି ନିଅଯାଇଛି। କୋର କମିଟି, ଟେକନିକାଲ କମିଟି ଉପସ୍ଥିତିରେ ଏହାକୁ ଖୋଲାଯିବ ।

#Odia#Odisha#News
Share Article:

Related Articles