News Room Odisha
BREAKING
Odia

ଗୀତା ଉପଦେଶ: ସମଦର୍ଶିତାରେ ସ୍ଥିତ, ସେମାନେ ଜନ୍ମ ମୃତ୍ୟୁର ଚକ୍ରକୁ ଏହି ଜନ୍ମରେ ହିଁ ଜୟ କରିଥାନ୍ତି

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଆତ୍ମ ସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : – ଇହୈବ ତୈର୍ଜିତଃ ସର୍ଗୋ ଯେଷାଂ ସାମ୍ୟେ ସ୍ଥିତଂ ମନଃ। ନିର୍ଦୋଷଂ ହି ସମଂ ବ୍ରହ୍ମ ତସ୍ମାଦ୍ ବ୍ରହ୍ମଣି ତେ ସ୍ଥିତାଃ।* ଅର୍ଥାତ:- ଯେଉଁମାନଙ୍କର ମନ ସମଦର୍ଶିତାରେ ସ୍ଥିତ,ସେମାନେ ଜନ୍ମ ମୃତ୍ୟୁର ଚକ୍ରକୁ ଏହି ଜନ୍ମରେ ହିଁ ଜୟ କରିଥାନ୍ତି। ସେମାନେ ଭଗବାନମାନଙ୍କର ବିଶୁଦ୍ଧ ଗୁଣ ଯୁକ୍ତ ହୋଇ ପରମ ସତ୍ୟରେ ସ୍ଥିତ ରହନ୍ତି। (ଗୀତା୫/୧୯)

Admin•June 30, 2024
Share Article:

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଆତ୍ମ ସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ଇହୈବ ତୈର୍ଜିତଃ ସର୍ଗୋ ଯେଷାଂ ସାମ୍ୟେ ସ୍ଥିତଂ ମନଃ।
ନିର୍ଦୋଷଂ ହି ସମଂ ବ୍ରହ୍ମ ତସ୍ମାଦ୍ ବ୍ରହ୍ମଣି ତେ ସ୍ଥିତାଃ।*

ଅର୍ଥାତ:- ଯେଉଁମାନଙ୍କର ମନ ସମଦର୍ଶିତାରେ ସ୍ଥିତ,ସେମାନେ ଜନ୍ମ ମୃତ୍ୟୁର ଚକ୍ରକୁ ଏହି ଜନ୍ମରେ ହିଁ ଜୟ କରିଥାନ୍ତି। ସେମାନେ ଭଗବାନମାନଙ୍କର ବିଶୁଦ୍ଧ ଗୁଣ ଯୁକ୍ତ ହୋଇ ପରମ ସତ୍ୟରେ ସ୍ଥିତ ରହନ୍ତି।

(ଗୀତା୫/୧୯)

#Odia#Odisha#News
Share Article:

Related Articles