News Room Odisha
BREAKING
Odia

ଗୀତା ଉପଦେଶ: ଜୀବନରେ ଦ୍ଵନ୍ଦ କେବେହେଲେ ଯଶସ୍ବୀ ପୁରୁଷଙ୍କୁ ଶୋଭା ପାଏନାହିଁ

ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ସାଙ୍ଖ୍ଯ ଯୋଗ ରେ କହୁଛନ୍ତି- କୁତସ୍ତ୍ୱା କଶ୍ମଳମିଦଂ ବିଷମେ ସମୁପସ୍ଥିତମ୍।ଅନାର୍ଯ୍ୟଜୁଷ୍ଟମସ୍ୱର୍ଗ୍ୟମକୀର୍ତିକରମର୍ଜୁନ।। ଅର୍ଥାତ୍ ଭଗବାନ କହିଲେ ଯେ ହେ ପ୍ରିୟ ଅର୍ଜୁନ ଏହି ପରି ବିପଦପୂର୍ଣ୍ଣ ସମୟରେ ତୁମ ଠାରେ ଏହି ଦ୍ବନ୍ଦ୍ବ କିପରି ଉତ୍ପନ୍ନ ହେଲା। ଏହା ଏକ ଯଶସ୍ବୀ ପୁରୁଷ ଙ୍କୁ ଶୋଭା ପାଏ ନାହିଁ। ଏହା ଉଚ୍ଚତର ଲୋକ ମାନଙ୍କୁ ଅପଯଶ ପ୍ରଦାନ କରିଥାଏ।

Admin•July 31, 2024
Share Article:

ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ସାଙ୍ଖ୍ଯ ଯୋଗ ରେ କହୁଛନ୍ତି-

କୁତସ୍ତ୍ୱା କଶ୍ମଳମିଦଂ ବିଷମେ ସମୁପସ୍ଥିତମ୍।ଅନାର୍ଯ୍ୟଜୁଷ୍ଟମସ୍ୱର୍ଗ୍ୟମକୀର୍ତିକରମର୍ଜୁନ।।

ଅର୍ଥାତ୍ ଭଗବାନ କହିଲେ ଯେ ହେ ପ୍ରିୟ ଅର୍ଜୁନ ଏହି ପରି ବିପଦପୂର୍ଣ୍ଣ ସମୟରେ ତୁମ ଠାରେ ଏହି ଦ୍ବନ୍ଦ୍ବ କିପରି ଉତ୍ପନ୍ନ ହେଲା। ଏହା ଏକ ଯଶସ୍ବୀ ପୁରୁଷ ଙ୍କୁ ଶୋଭା ପାଏ ନାହିଁ। ଏହା ଉଚ୍ଚତର ଲୋକ ମାନଙ୍କୁ ଅପଯଶ ପ୍ରଦାନ କରିଥାଏ।

#Odia#Odisha#News
Share Article:

Related Articles