News Room Odisha
BREAKING
Odia

ପ୍ରଫେସର ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ଦେ‌ହାନ୍ତ

ଭୁବନେଶ୍ୱର – ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ପ୍ରଫେସର ପ୍ରଦୀପ ମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରାତି ୨ଟା ୧୦ ମିନିଟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। କିଛି ଦିନ ହେବ ହୃଦଘାତ ସହ ମସ୍ତିଷ୍କ ରୋଗରେ ପୀଡ଼ିତ ଥିଲେ ଡକ୍ଟର ପ୍ରଦୀପ ମହାପାତ୍ର। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ମୃତ୍ୟୁରେ ବିଭିନ୍ନ ସ୍ଥାନରେ ଥିବା ତାଙ୍କ [...]

Admin•August 2, 2024
Share Article:

ଭୁବନେଶ୍ୱର – ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ପ୍ରଫେସର ପ୍ରଦୀପ ମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରାତି ୨ଟା ୧୦ ମିନିଟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି।

କିଛି ଦିନ ହେବ ହୃଦଘାତ ସହ ମସ୍ତିଷ୍କ ରୋଗରେ ପୀଡ଼ିତ ଥିଲେ ଡକ୍ଟର ପ୍ରଦୀପ ମହାପାତ୍ର। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ମୃତ୍ୟୁରେ ବିଭିନ୍ନ ସ୍ଥାନରେ ଥିବା ତାଙ୍କ ଛାତ୍ରଛାତ୍ରୀ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି ।

#Odia#Odisha#News
Share Article:

Related Articles