News Room Odisha
BREAKING
Odia

ଗୀତା ଉପଦେଶ: ଯିଏ ଅତ୍ୟନ୍ତ ଶ୍ରଦ୍ଧାଯୁକ୍ତ ହୋଇ ମୋ ଭକ୍ତିରେ ନିମଗ୍ନ ରହେ, ମୁଁ ସେମାନଙ୍କୁ ସର୍ବଶ୍ରେଷ୍ଠ ମନେକରି ଥାଏ

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଆତ୍ମ ସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : – ଯୋଗିନାମପି ସର୍ବେଷାଂ ମଦ୍‌ଗତେନାନ୍ତରାତ୍ମନା। ଶ୍ରଦ୍ଧାବାନ୍ ଭଜତେ ଯୋ ମାଂ ସ ମେ ଯୁକ୍ତତମୋ ମତଃ ।।୪୭।। ଅର୍ଥାତ୍:- ସମସ୍ତ ଯୋଗୀମାନଙ୍କ ମଧ୍ୟରୁ, ଯେଉଁ ମାନଙ୍କର ମନ ସର୍ବଦା ମୋଠାରେ ସନ୍ନିବିଷ୍ଟ ଥାଏ, ଏବଂ ଯିଏ ଅତ୍ୟନ୍ତ ଶ୍ରଦ୍ଧାଯୁକ୍ତ ହୋଇ ମୋ ଭକ୍ତିରେ ନିମଗ୍ନ ରହେ, ମୁଁ ସେମାନଙ୍କୁ ସର୍ବଶ୍ରେଷ୍ଠ ମନେକରି ଥାଏ। ( ଗୀତା ଷଷ୍ଠ ଅଧ୍ୟାୟ ୪୭ ଶ୍ଳୋକ [...]

Admin•September 20, 2024
Share Article:

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଆତ୍ମ ସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ଯୋଗିନାମପି ସର୍ବେଷାଂ ମଦ୍‌ଗତେନାନ୍ତରାତ୍ମନା।
ଶ୍ରଦ୍ଧାବାନ୍ ଭଜତେ ଯୋ ମାଂ ସ ମେ ଯୁକ୍ତତମୋ ମତଃ ।।୪୭।।

ଅର୍ଥାତ୍:- ସମସ୍ତ ଯୋଗୀମାନଙ୍କ ମଧ୍ୟରୁ, ଯେଉଁ ମାନଙ୍କର ମନ ସର୍ବଦା ମୋଠାରେ ସନ୍ନିବିଷ୍ଟ ଥାଏ, ଏବଂ ଯିଏ ଅତ୍ୟନ୍ତ ଶ୍ରଦ୍ଧାଯୁକ୍ତ ହୋଇ ମୋ ଭକ୍ତିରେ ନିମଗ୍ନ ରହେ, ମୁଁ ସେମାନଙ୍କୁ ସର୍ବଶ୍ରେଷ୍ଠ ମନେକରି ଥାଏ।

( ଗୀତା ଷଷ୍ଠ ଅଧ୍ୟାୟ ୪୭ ଶ୍ଳୋକ )

#Odia#Odisha#News
Share Article:

Related Articles