News Room Odisha
BREAKING
Odia

ଡକ୍ଟର ହରିବାବୁ କମ୍ଭମପତି ହେଲେ ଓଡିଶାର ନୂତନ ରାଜ୍ୟପାଳ

ଭୁବନେଶ୍ୱର : ଓଡିଶାର ନୂତନ ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି ମିଳିଛି l ରଘୁବର ଦାସଙ୍କ ଇସ୍ତଫା ପରେ ତାଙ୍କ ସ୍ଥାନରେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଓଡିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି । ମିଜୋରାମର ରାଜ୍ୟପାଳ ଭାବେ କାର୍ଯ୍ୟ କରୁଥିଲେ ହରିବାବୁ

Admin•December 24, 2024
Share Article:

ଭୁବନେଶ୍ୱର : ଓଡିଶାର ନୂତନ ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି ମିଳିଛି l ରଘୁବର ଦାସଙ୍କ ଇସ୍ତଫା ପରେ ତାଙ୍କ ସ୍ଥାନରେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଓଡିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ।

ମିଜୋରାମର ରାଜ୍ୟପାଳ ଭାବେ କାର୍ଯ୍ୟ କରୁଥିଲେ ହରିବାବୁ

#Odia#Odisha#News
Share Article:

Related Articles