ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀଙ୍କୁ ଆକ୍ରମଣ

ବ୍ରହ୍ମପୁର: ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ବିନିତା ସେନାପତିଙ୍କୁ ମରଣାନ୍ତକ ଆକ୍ରମଣ । ଜଣେ ଶିକ୍ଷୟତ୍ରୀଙ୍କ ସ୍ଵାମୀ ଆକ୍ରମଣ କରିଥିବା ସୂଚନା। ଆକ୍ରମଣରେ ତାଙ୍କ ନାକରୁ ରକ୍ତସ୍ରାବ ହେଉଛି । ଚିକିତ୍ସା ନିମନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ବଡ଼ ମେଡିକାଲରେ ଭର୍ତି କରଯାଇଛି। ଟାଉନ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.