କାଲି ସକାଳ ସୁଦ୍ଧା ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର- ଆସନ୍ତାକାଲି ସକାଳ ସୁଦ୍ଧା ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଂଗପୁର, ବରଗଡ, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ମାସ ୧୦ ତାରିଖରୁ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବର୍ଷା ପରିମାଣ ବଢିବା ସମ୍ଭାବନା ରହିଛି । ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।

Comments are closed.