ଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ

ओडिया समाचारଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
॥ ଅଯୋଧ୍ୟା କାଣ୍ଡ ॥ ଲାଗହିଂ କୁମୁଖ ବଚନ ସୁଭ କୈସେ । ମୁହଁ ଗୟାଦିକ ତୀରଥ ଜୈସେ ॥ ରାମହି ମାତୁ ବଚନ ସବ ଭାଏ । ଜିତି ସୁରସାରି ଗତ ସଲିଳ ସୁହାଏ ॥ ଭାବାର୍ଥ :- କୈକେୟୀଙ୍କ ଅପବିତ୍ର ମୁହଁ ରେ ଏପରି ଶୁଭ ମଙ୍ଗଳମୟ ଶବ୍ଦର ଉଚ୍ଚାରଣ ଏପରି ଲାଗୁଥିଲା ଯେପରି ମଗଧ ଦେଶର ଗୟା ତୀର୍ଥରେ ପିତୃପୁରୁଷଙ୍କୁ ଅନ୍ତିମ ଶ୍ରାଦ୍ଧ ଦେଇ ଫେରିଛନ୍ତି । ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କୁ କିନ୍ତୁ ମାତା [...]
ओडिया समाचारଆଜିର ଗୀତା ଉପଦେଶ : ବାସ୍ତବିକ ଯୋଗୀ, ନିଜ ଆତ୍ମାକୁ ପରମାତ୍ମାଙ୍କ ସହିତ ସଂଲଗ୍ନ କରି ରଖିଥାନ୍ତି
ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ଯୋଗୀ କିପରି ହେବାକୁ ହୁଏ ତାହା ବୁଝାଇବାକୁ ଯାଇ କହିଛନ୍ତି :- ସର୍ବଭୂତସ୍ଥମାତ୍ମାନଂ ସର୍ବଭୂତାନି ଚାତ୍ମନି। ଈକ୍ଷତେ ଯୋଗଯୁକ୍ତାତ୍ମା ସର୍ବତ୍ର ସମଦର୍ଶନଃ। ଅର୍ଥାତ ବାସ୍ତବିକ ଯୋଗୀ, ନିଜ ଆତ୍ମାକୁ ପରମାତ୍ମାଙ୍କ ସହିତ ସଂଲଗ୍ନ କରି, ସମଦୃଷ୍ଟି ସମ୍ପନ୍ନ ହୋଇ, ସମସ୍ତ ପ୍ରାଣୀଙ୍କୁ ଭଗବାନଙ୍କଠାରେ ଏବଂ ସମସ୍ତ ପ୍ରାଣୀଙ୍କ ମଧ୍ୟରେ ଭଗବାନଙ୍କୁ ଦେଖିଥାଆନ୍ତି।
ଚଳିତ ବର୍ଷ ଅନ୍ୟୁନ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ओडिया समाचारଚଳିତ ବର୍ଷ ଅନ୍ୟୁନ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ସ୍ଵାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ଵ [...]
ସିଂହଦ୍ୱାର ନିକଟରେ ପହଁଚିଲା ତିନି ରଥ

ओडिया समाचारସିଂହଦ୍ୱାର ନିକଟରେ ପହଁଚିଲା ତିନି ରଥ
ପୁରୀ: ପବିତ୍ର ବାହୁଡା ଯାତ୍ରା ଶେଷ କରି ରଥାରୂଢ ଚତୁର୍ଦ୍ଧା ବିଗ୍ରହ ଶ୍ରୀମନ୍ଦିର ସିଂହଦ୍ଵାରରେ ପହଞ୍ଚିଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦରେ ତାଙ୍କର ଏହି ଯାତ୍ରାକୁ ଶୃଙ୍ଖଳିତ ଭାବେ ସମାପନ କରିଥିବାରୁ ସମସ୍ତ ସେବକ ବନ୍ଧୁଗଣ, ଶ୍ରୀମନ୍ଦିର ପରିଚାଳନା କମିଟିର ସଭ୍ୟବୃନ୍ଦ, ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀ, ଜିଲ୍ଲା ତଥା ପୋଲିସ୍ ପ୍ରଶାସନ, ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ, ସ୍ବେଚ୍ଛାସେବୀ ସଂଗଠନ, ଗଣମାଧ୍ୟମ ଏବଂ ସର୍ବୋପରି ଜଗନ୍ନାଥ ପ୍ରେମୀ ଭକ୍ତବୃନ୍ଦଙ୍କୁ ଧନ୍ୟବାଦ ଏବଂ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ଯ [...]
ओडिया समाचारଅଭିଯୋଗ ଶୁଣାଣି ପୋର୍ଟାଲକୁ ଅପଡେଟ କରି ଦୈନିକ ରିପୋର୍ଟ ପ୍ରସ୍ତୁତ କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକଙ୍କ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଶୁଣିବା ଧାରା ଜାରି ରଖିଛନ୍ତି। ଜୁଲାଇ ୧ ତରିଖରୁ ଆରମ୍ଭ ହୋଇଥିବା ଅଭିଯୋଗ ଶୁଣାଣି ପ୍ରକ୍ରିୟା ଆଜି ଦ୍ୱିତୀୟ ଦିନରେ ପହଞ୍ଚିଲା। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମନ୍ତ୍ରୀ ରବି ନାରାୟଣ ନାୟକ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ [...]
ओडिया समाचारଶ୍ରୀଜୀଉଙ୍କ ନବମୀ ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ, ଦିବା ଲୋକରେ ଦର୍ଶନ କଲେ ସହସ୍ରାଧିକ ଭକ୍ତ
ପବିତ୍ର ଘୋଷଯାତ୍ରା ଅବସରରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀବିଗ୍ରହମାନେ ଯେଉଁ ସ୍ଥାନରେ ଏକ ସପ୍ତାହ ବ୍ୟାପୀ ଅବସ୍ଥାନ କରନ୍ତି, ତାହାକୁ ଆଡ଼ପ ମଣ୍ଡପ କୁହାଯାଏ । କିନ୍ତୁ ପୁରାଣମାନଙ୍କରେ ଏହି ମଣ୍ଡପକୁ ଆଡ଼ପ ମଣ୍ଡପ ବୋଲିଉ ବର୍ଣ୍ଣନା କରାନଯାଇ ଯଜ୍ଞବେଦୀ ଓ ମହାବେଦୀ ବୋଲି ଉଲ୍ଲେଖ କରାଯାଇଛି। ଯଥା : ଯଜ୍ଞ ବେଦୀରିୟଁ ବୋଷ୍ଣୋ ଜନ୍ମଭୂମିସ୍ତବ ପ୍ରଭୋ ପୂର୍ବ ତ୍ୱୟା ଭଗବତା ସପ୍ତାହ ମଣ୍ଡପୋତ୍ତମେ ତିଷ୍ଠେୟୁ ରିତ୍ୟାଜ୍ଞା ଦତ୍ତ ତତୋ ଯାହି ଜଗତ୍ପତେ, (ନୀଳାଦ୍ରି ମହୋଦୟ, ପ୍ରଥମ ଅଧ୍ୟାୟ) [...]
ଗୀତା ଉପଦେଶ: ଜୀବନର ସ୍ତର ଅନୁଯାୟୀ ଯେଉଁସବୁ କର୍ମ ଆମ ପାଇଁ ନିର୍ଦ୍ଧାରିତ କରାଯାଇ ଥାଏ, ତାହା ସ୍ୱ-ଧର୍ମ ଅଟେ

ओडिया समाचारଗୀତା ଉପଦେଶ: ଜୀବନର ସ୍ତର ଅନୁଯାୟୀ ଯେଉଁସବୁ କର୍ମ ଆମ ପାଇଁ ନିର୍ଦ୍ଧାରିତ କରାଯାଇ ଥାଏ, ତାହା ସ୍ୱ-ଧର୍ମ ଅଟେ
ଭଗବାନ ଶ୍ରୀକୃଷ୍ଣ ଗୀତା ରେ ଅର୍ଜୁନଙ୍କୁ ସ୍ୱ-ଧର୍ମ ସମ୍ବନ୍ଧରେ କହିଛନ୍ତି- ସ୍ୱେ ସ୍ୱେ କର୍ମଣ୍ୟଭିରତଃ ସଂସିଦ୍ଧିଂ ଲଭତେ ନରଃ । ସ୍ୱକର୍ମନିରତଃ ସିଦ୍ଧିଂ ଯଥା ବିନ୍ଦତି ତଚ୍ଛୃଣୁ। ଅର୍ଥାତ୍ ଆମ୍ଭମାନଙ୍କର ସ୍ୱଭାବ ଏବଂ ଜୀବନର ସ୍ତର ଅନୁଯାୟୀ ଯେଉଁସବୁ କର୍ମ ଆମ ପାଇଁ ନିର୍ଦ୍ଧାରିତ କରାଯାଇ ଥାଏ, ତାହା ସ୍ୱ-ଧର୍ମ ଅଟେ । ସେଗୁଡ଼ିକୁ ସମ୍ପାଦନ କରିବା ଦ୍ୱାରା ଆମେ ନିଜ ଶରୀର ଓ ମନର ଅନ୍ତର୍ନିହିତ କ୍ଷମତାର ଉପଯୋଗ ଗଠନ ମୂଳକ ଓ ଲାଭଦାୟକ ଭାବରେ [...]
ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ

ओडिया समाचारଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ପୁଲକି ସପ୍ରେମ ପରସପର କହହୀଂ । ଭରତ ଆଗମନୁ ସୂଚକ ଅହହୀଂ ॥ ଭଏ ବହୁତ ଦିନ ଅତି ଅବସେରୀ । ସଗୁନ ପ୍ରତୀତି ଭେଁଟ ପ୍ରିୟ କେରୀ ॥ ଭାବାର୍ଥ :- ପ୍ରଭୁ ଶ୍ରୀରାମଚନ୍ଦ୍ର ଓ ମାତା ସୀତା ଆନନ୍ଦ ମନରେ ସପ୍ରେମ ପରସ୍ପରକୁ କହିଲେ କି ଶରୀରରେ ଏପରି ପୁଲକ ଅନୁଭବ ହେବା ଅର୍ଥ ଭରତ ଫେରି ଆସିବାର ପୂର୍ବ ସୂଚନା ପରି ଲାଗୁଛି । ତାଙ୍କୁ ମାମୁଙ୍କ [...]
ଭାରତ ୪-୧ରେ ସିରିଜ୍ ଜିତିଲା

ओडिया समाचारଭାରତ ୪-୧ରେ ସିରିଜ୍ ଜିତିଲା
ହରାରେ: ଭାରତ ରବିବାର ଅନୁଷ୍ଠିତ ପଞ୍ଚମ ଟି-୨୦ରେ ଜିମ୍ବାୱେକୁ ୪୨ ରନରେ ହରାଇ ସିରିଜକୁ ୪-୧ରେ ଜିତିନେଇଛି। ପ୍ରଥମେ ବ୍ୟାଟିଂ କରି ଭାରତ ୬ ଓ୍ବିକେଟ୍ ହରାଇ ୧୬୭ ରନ୍ କରିଥିଲା। ଜବାବରେ ଜିମ୍ବାୱେ ୧୮.୩ ଓଭରରେ ୧୨୫ ରନରେ ଅଲ୍ଆଉଟ୍ ହୋଇଯାଇଥିଲା।
ओडिया समाचारଦିଗପହଣ୍ଡି: ବିଦ୍ୟୁତ୍ ଝଟକା ଖାଇ ୯ ନାବାଳକ ସମେତ ୨୦ ଅସୁସ୍ଥ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଫାସିଗୁଡା ଗାଁରେ ଆଜି ଅପରାହ୍ନରେ ନାଟକ ପରିବେଷଣ ବେଳେ ବିଦ୍ୟୁତ୍ ସର୍ଟସର୍କିଟ୍ ଘଟି ୨୦ ଜଣ ଅସୁସ୍ଥ ହୋଇପଡିଛନ୍ତି। ଏମାନଙ୍କ ମଧ୍ୟରେ ୯ ଜଣ ନାବାଳକ ରହିଛନ୍ତି। ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ୍ କଲେଜ ଓ ହସପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟ ୧୧ ଜଣ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ନାଟକ ମଞ୍ଚଟି ଷ୍ଟିଲ୍ ସାମଗ୍ରୀ ବ୍ୟବହାର କରି ତିଆରି କରାଯାଇଥିଲା। ତେବେ ରବିବାର [...]
