ओडिया समाचारଷଷ୍ଠ ପର୍ଯ୍ୟାୟ ମତଦାନ ଆରମ୍ଭ, ୮ ରାଜ୍ୟର ୫୮ ଆସନରେ ଚାଲିଛି ଭୋଟ ଗ୍ରହଣ
ନୂଆଦିଲ୍ଲୀ: ଚଳିତ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ ଶନିବାର (ମେ ୨୫) ଆରମ୍ଭ ହୋଇଛି । ୬ଟି ରାଜ୍ୟ ଓ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳର ୫୮ ଆସନରେ ସକାଳ ୭ଟାରୁ ଭୋଟ୍ ଗ୍ରହଣ ଜାରି ରହିଛି। ଏହି ପର୍ଯ୍ୟାୟରେ ଜାତୀୟ ରାଜଧାନୀ ଦିଲ୍ଲୀର ସମସ୍ତ ୭ଟି ଆସନ ବ୍ୟତୀତ ଉତ୍ତର ପ୍ରଦେଶର ୧୪, ହରିୟାଣାର ୧୦, ବିହାର ଏବଂ ପଶ୍ଚିମବଙ୍ଗର ୮-୮, ଓଡ଼ିଶାର ୬, ଝାଡ଼ଖଣ୍ଡର ୪, ଜମ୍ମୁ କାଶ୍ମୀରର ଗୋଟିଏ ଆସନରେ ମତଦାନ [...]
ओडिया समाचारତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଓଡ଼ିଶା ପୋଲିସର ବ୍ୟାପକ ସୁରକ୍ଷା ବ୍ୟବସ୍ଥା, ବିଭିନ୍ନ ପାହ୍ୟାର ୩୫ ହଜାର ପୋଲିସ କର୍ମଚାରୀ ମୁତୟନ
ଭୁବନେଶ୍ୱର – ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ଯ୍ୟାୟକୁ ଶାନ୍ତି ଶୃଙ୍ଖଳା , ଅବାଧ , ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଅନୁଷ୍ଠିତ କରାଯିବ ନିମନ୍ତେ ରାଜ୍ୟ ପୋଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ମତଗ୍ରହଣ କରାଯାଉଛି । ସେଥିପାଇଁ ୧୨ ପୋଲିସ ଜିଲ୍ଲାରେ ୭୬୪୬ ସ୍ଥାନରେ ୧୦୫୫୧ ମତଦାନ କେନ୍ଦ୍ର ମଧ୍ୟରୁ [...]
ओडिया समाचार୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ଆରମ୍ଭ , ୪୪୭ ପ୍ରାର୍ଥୀ ଓ ୯୪ ଲକ୍ଷରୁ ଉର୍ଦ୍ଧ୍ବ ଭୋଟର
ଭୁବନେଶ୍ୱର – ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଆଜି ୬ ଲୋକସଭା ଓ ଏସବୁ ଲୋକସଭା ଆସନ ଅଧୀନସ୍ଥ ୪୨ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେଉଛି । ସମ୍ବଲପୁର, କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଆସନରେ ମତଦାନ ହେଉଛି । ସଂଧ୍ୟା ୬ଟା ଯାଏଁ ମତଦାନ ଜାରି ରହିବ । ତୃତୀୟ ପର୍ଯ୍ୟାୟରେ ୬ ଲୋକସଭା ଆସନ ପାଇଁ ମୋଟ [...]
ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ

ओडिया समाचारଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ଏକ ଜନମ କର କାରନ ଏହା । ଜେହି ଲଗି ରାମ ଧରୀ ନରଦେହା ॥ ପ୍ରତି ଅବତାର କଥା ପ୍ରଭୁ କେରୀ । ସୁନୁ ମୁନି ବରନୀ କବିହ୍ନ ଧନେରୀ ॥ ଭାବାର୍ଥ :- ଏହା ଗୋଟିଏ ଜନ୍ମର କଥା ଥିଲା ଯେଉଁଠି ଭଗବାନ ଶ୍ରୀରାମ ମନୁଷ୍ୟ ଦେହ ଧାରଣ କରିଥିଲେ । ହେ ମହାମୁନି ଭରଦ୍ବାଜ ! ଶୁଣ, ଭଗବାନଙ୍କର ପ୍ରତ୍ୟେକ ଅବତାର ର କଥାକୁ କବିତା ଆକାରରେ [...]
ओडिया समाचारଗୀତା ଉପଦେଶ: ନିଜର ଅପରାଧିକ ମନୋଭାବ ନିଜ ଭିତରେ ଭୟ ଉଦ୍ରେକ କରିଥାଏ
ଶ୍ରୀମଦ ଭଗବଦ ଗୀତାରେ ସଞ୍ଜୟ ଧୃତରାଷ୍ଟ୍ରଙ୍କୁ ରଣଭୂମୀର ପ୍ରତ୍ୟକ୍ଷ ଚିତ୍ର ପ୍ରଦାନ କରି କହୁଛନ୍ତି : ସ ଘୋଷୋ ଧାର୍ତରାଷ୍ଟ୍ରଣାଂ ହୃଦୟାନି ବ୍ୟଦାରୟତ୍। ନଭଶ୍ଚ ପୃଥିବୀଂ ଚୈବ ତୁମୁଳୋ ଭ୍ୟନୁନାଦୟନ୍। ହେ ଧୃତରାଷ୍ଟ୍ର! ସେହି ଭୟଙ୍କର ଶବ୍ଦ ପୃଥିବୀ ଓ ଆକାଶରେ କମ୍ପନ ସୃଷ୍ଟି କରି ଆପଣଙ୍କ ପୁତ୍ରମାନଙ୍କର ହୃଦୟକୁ ବିଦାରିତ କରୁଅଛି। ପାଣ୍ଡବ ସେନାର ଶଙ୍ଖନାଦ, କୌରବ ସୈନ୍ୟଙ୍କର ହୃଦୟକୁ ବିଦାରିତ କରିଦେଲା । କିନ୍ତୁ କୌରବ ବାହିନୀ ଶଙ୍ଖଧ୍ୱନି କଲାବେଳେ, ଏମିତି ପ୍ରଭାବ ପାଣ୍ଡବଙ୍କ [...]
ओडिया समाचारମୟୂରଭଞ୍ଜ, ବାଲେଶ୍ୱର ଓ ଯାଜପୁର ଲୋକସଭା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ନିର୍ବାଚନ ପ୍ରଚାର
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ମୟୂରଭଞ୍ଜ, ବାଲେଶ୍ୱର, ଓ ଯାଜପୁର ଲୋକସଭା କ୍ଷେତ୍ରରେ ନିର୍ବାଚନ ପ୍ରଚାର କରିଛନ୍ତି । ରାଇରଙ୍ଗପୁର, ବାରିପଦା, ବାଲେଶ୍ୱର ଓ କୋରେଇ ଠାରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଦଳୀୟପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତେଇବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । ରାଇରଙ୍ଗପୁର ଓ ବାରିପଦାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ [...]
ओडिया समाचारନିର୍ବାଚନ ସମୟରେ ଅବକାରୀ ଧରପଗଡ; ଚଳିତମାସରେ ରେକର୍ଡ ପରିମାଣର ବେଆଇନ ନିଶା ସାମଗ୍ରୀ ଜବତ
ଭୁବନେଶ୍ୱର – ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ମଦ ମାଫିଆ, ବେଆଇନ ବ୍ରାଉନସୁଗାର ବେପାରୀ ଓ ଗଞ୍ଜେଇ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରିଛି। ଏଥି ଯୋଗୁଁ ରାଜ୍ୟରେ ମଦ, ଗଞ୍ଜେଇ ଓ ହେରୋଇନ ଜବତ ପରିମାଣ ଯଥେଷ୍ଟ ବୃଦ୍ଧି ପାଇଛି। ଚଳିତ ମାସରେ ୨୩ ତାରିଖ ପର୍ଯ୍ୟନ୍ତ ୨,୪୯,୫୧୦ ଲିଟର ଦେଶୀ ମଦ, ୮୭ ଲିଟର ନକଲି ବିଦେଶୀ ମଦ, ୫୩ ଲିଟର ଟିକସ ଫାଙ୍କି ବିଦେଶୀ ମଦ, ୨,୬୧୩ ଲିଟର ଭାରତ [...]
ओडिया समाचारକାଲି ଷଷ୍ଠ ପର୍ଯ୍ୟାୟ ମତଦାନ: ୮ ରାଜ୍ୟର ୫୮ ଆସନରେ ପଡ଼ିବ ଭୋଟ୍
ନୂଆଦିଲ୍ଲୀ: ଚଳିତ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ ଶନିବାର (ମେ ୨୫) ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୬ଟି ରାଜ୍ୟ ଓ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳର ୫୮ ଆସନରେ ଭୋଟ୍ ପଡ଼ିବ। ଏହି ପର୍ଯ୍ୟାୟରେ ଜାତୀୟ ରାଜଧାନୀ ଦିଲ୍ଲୀର ସମସ୍ତ ୭ଟି ଆସନ ବ୍ୟତୀତ ଉତ୍ତର ପ୍ରଦେଶର ୧୪, ହରିୟାଣାର ୧୦, ବିହାର ଏବଂ ପଶ୍ଚିମବଙ୍ଗର ୮-୮, ଓଡ଼ିଶାର ୬, ଝାଡ଼ଖଣ୍ଡର ୪, ଜମ୍ମୁ କାଶ୍ମୀରର ଗୋଟିଏ ଆସନରେ ମତଦାନ ହେବ। ଏହାଛଡ଼ା [...]
ओडिया समाचारତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଓଡ଼ିଶା ପୋଲିସର ବ୍ୟାପକ ସୁରକ୍ଷା ବ୍ୟବସ୍ଥା, ବିଭିନ୍ନ ପାହ୍ୟାର ୩୫ ହଜାର ପୋଲିସ କର୍ମଚାରୀ ମୁତୟନ
ଭୁବନେଶ୍ୱର – ମେ’ ୨୫ ତାରିଖ ( ଶନିବାର ) ଓଡିଶାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପର୍ଯ୍ୟାୟକୁ ଶାନ୍ତି ଶୃଙ୍ଖଳା , ଅବାଧ , ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଅନୁଷ୍ଠିତ କରାଯିବ ନିମନ୍ତେ ରାଜ୍ୟ ପୋଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ ଭୁବନେଶ୍ବରସ୍ଥିତ ପୋଲିସ ସେବା ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । [...]
ବାଲେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର : ଲୋକଙ୍କୁ ପ୍ରଶ୍ନ, ବିକାଶ ପାଇଁ ବିଜେପି କରିଛି କ’ଣ ?

ओडिया समाचारବାଲେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର : ଲୋକଙ୍କୁ ପ୍ରଶ୍ନ, ବିକାଶ ପାଇଁ ବିଜେପି କରିଛି କ’ଣ ?
ଭୁବନେଶ୍ୱର -ବାଲେଶ୍ୱରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କରି ବିଜେପିକୁ ବିକାଶ ପ୍ରସଙ୍ଗରେ ଘେରିଛନ୍ତି । ବିଜେପି ବାଲେଶ୍ଵରବାସୀଙ୍କ ବିକାଶ ପାଇଁ କ’ଣ କରିଛି ବୋଲି ପ୍ରଶ୍ନ କରିଛନ୍ତି ନବୀନ । ବାଲେଶ୍ୱରରେ ବିଜେପି ନେତା ମିଛ କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଆପଣମାନଙ୍କୁ କେମିତି ଲାଗୁଛି ବୋଲି ପ୍ରଶ୍ନ କରିଥିଲେ । ବି.ଏସ୍.କେ.ୱାଇ, ମିଶନଶକ୍ତି, ମମତା, ଲକ୍ଷ୍ମୀ ବସ୍, କାଳିଆ, ୫-ଟି ସ୍କୁଲ ରୂପାନ୍ତରଣ, [...]
