ହାଇଦ୍ରାବାଦକୁ ହରାଇ ଫାଇନାଲରେ କେକେଆର୍

ओडिया समाचारହାଇଦ୍ରାବାଦକୁ ହରାଇ ଫାଇନାଲରେ କେକେଆର୍
ଅହମ୍ମଦାବାଦ: କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଆଇପିଏଲର ପ୍ରଥମ କ୍ବାଲିଫାୟରରେ ସହଜ ବିଜୟ ସହ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ କ୍ବାଲିଫାୟରରେ କେକେଆର୍ ୮ ୱିକେଟରେ ସନରାଇଜର୍ସ ହାଇଦ୍ରାବାଦକୁ ହରାଇ ଚତୁର୍ଥ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି। ଶେଷଥର ଦଳ ୨୦୨୧ ସିଜନରେ ଫାଇନାଲ ଖେଳିଥିଲା | ପ୍ରଥମ କ୍ବାଲିଫାୟର ହାରି ଯାଇଥିଲେ ମଧ୍ୟ ହାଇଦ୍ରାବାଦ କ୍ୱାଲିଫାୟର-୨ ଜିତି ଫାଇନାଲରେ ପ୍ରବେଶ କରିବାକୁ ସୁଯୋଗ ପାଇବ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା [...]
ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ: ଧର୍ମୀୟ ବିଶ୍ୱାସରେ ନୃସିଂହ ବ୍ରତ କଲେ ଦୀର୍ଘାୟୁ, ଧନ, ଐଶ୍ୱର୍ଯ୍ୟ ପ୍ରାପ୍ତ ହୋଇଥାଏ

ओडिया समाचारଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ: ଧର୍ମୀୟ ବିଶ୍ୱାସରେ ନୃସିଂହ ବ୍ରତ କଲେ ଦୀର୍ଘାୟୁ, ଧନ, ଐଶ୍ୱର୍ଯ୍ୟ ପ୍ରାପ୍ତ ହୋଇଥାଏ
ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ ଦିନ ହିନ୍ଦୁ ଧର୍ମାବଲମ୍ବୀଙ୍କଦ୍ୱାରା ପାଳନ କରାଯାଏ । ଲୋକ ବିଶ୍ୱାସ ଅନୁସାରେ ବିଷ୍ଣୁଙ୍କର ଦଶାବତାର ମଧ୍ୟରେ ନୃସିଂହ ଚତୁର୍ଥ ଅବତାର ଅଟନ୍ତି । ନର (ମଣିଷ) ଓ ସିଂହର ମିଶ୍ରଣକୁ ନୃସିଂହ କୁହାଯାଏ । ସିଂହର ମସ୍ତକ ଓ ମନୁଷ୍ୟ ଶରୀର ଧାରଣ କରି ନୃସିଂହ ବୈଶାଖ ମାସ ଶୁକ୍ଳ ଚତୁର୍ଦ୍ଦଶୀରେ ଆବିର୍ଭାବ ହୋଇଥିଲେ । ଭକ୍ତ ପ୍ରହ୍ଲାଦଙ୍କୁ ନିର୍ଯାତନା ମୁକ୍ତ କରିବା ପାଇଁ ନୃସିଂହ ରୂପରେ ସ୍ତମ୍ଭରୁ ବାହାରି [...]
ଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ

ओडिया समाचारଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
॥ ଅଯୋଧ୍ୟା କାଣ୍ଡ ॥ ରାମହି ଦେଉଁ କାଲି ଜୁବରାଜୂ । ସେହି ସୁଲୋଚନି ମଂଗଲ ସାଜୂ ॥ ଦେଖି ଉଠେଉ ସୁନି ହୃଦୟ କଠୋରୂ । ଜନୁ ଛୁଇ ଗୟଉ ପାକ ବରତୋରୂ ॥ ଭାବାର୍ଥ :- ରାଜା ଦଶରଥ କହିଲେ, ହେ ସୁନୟନୀ ! ମୁଁ ଆସନ୍ତାକାଲି ଶ୍ରୀରାମଙ୍କୁ ଯୁବରାଜ ପଦରେ ଅଭିଷିକ୍ତ କରୁଛି, ସେଥିପାଇଁ ତୁମେ ମଙ୍ଗଳମୟ ସଜବାଜ ହୋଇ ପ୍ରସ୍ତୁତ ହୁଅ । ଏହି କଥା ଶୁଣି ରାଣୀ କୈକେୟୀଙ୍କ କଠୋର [...]
ओडिया समाचारଗୀତା ଉପଦେଶ: ଭଗବତ୍ ପ୍ରାପ୍ତିର ଯାତ୍ରା ଶ୍ରଦ୍ଧାଠାରୁ ଆରମ୍ଭ ହୁଏ
ଶ୍ରୀମଦ୍ ଭଗବଦ୍ ଗୀତାରେ ଅର୍ଜ୍ଜୁନ ଭଗବାନ ଶ୍ରୀକୃଷ୍ଣଙ୍କୁ ଅସଫଳ ଯୋଗୀଙ୍କର ଭାଗ୍ୟ ସମ୍ପର୍କରେ ପଚାରୁଛନ୍ତି – ଅର୍ଜୁନ ଉବାଚ : ଅଯତିଃ ଶ୍ରଦ୍ଧୟୋପେତୋ ଯୋଗାଚ୍ଚଳିତମାନସଃ। ଅପ୍ରାପ୍ୟ ଯୋଗସଂସିଦ୍ଧିଂ କାଂ ଗତିଂ କୃଷ୍ଣ ଗଚ୍ଛତି। ଅର୍ଥାତ ଅର୍ଜୁନ କହିଲେ : ହେ ଶ୍ରୀକୃଷ୍ଣ! ଯେଉଁ ଯୋଗୀମାନେ ବିଶ୍ୱାସର ସହିତ ଏହି ମାର୍ଗରେ ଯାତ୍ରା ଆରମ୍ଭ କରନ୍ତି, କିନ୍ତୁ ଅସଂଯତ ମନ ଯୋଗୁଁ ଯଥେଷ୍ଟ ଉଦ୍ୟମ କରିପାରନ୍ତି ନାହିଁ, ସେମାନେ ଏହି ଜୀବନରେ ଯୋଗର ଲକ୍ଷ୍ୟସ୍ଥଳରେ ପହଞ୍ଚି ପାରନ୍ତି ନାହିଁ [...]
ओडिया समाचारମେ’ ୨୩ରେ କଣ୍ଟାମାଳ ବିଧାନସଭା ଆସନର ୨ଟି ବୁଥରେ ହେବ ସାନି ମତଦାନ
ଭୁବନେଶ୍ୱର – ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ୨ଟି ବୁଥରେ ସାନି ମତଦାନ ହେବ। ଭାରତୀୟ ନିର୍ବାଚନ କମିଶନଙ୍କ ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୩ ତାରିଖ ଦିନ ଏହି ନିର୍ବାଚନ ମଣ୍ଡଳୀର ୨୬ ଓ ୨୮ ନମ୍ବର ବୁଥରେ ସାନି ମତଦାନ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଂଜ ବିହାରୀ ଧଳ ସୂଚନା ଜାରି କରିଛନ୍ତି। ମେ’ ୨୦ ତାରିଖରେ କନ୍ଧମାଳ ଲୋକସଭା ଆସଧ ଓ ଏହାର ଅଧୀନ ୭ଟି [...]
ओडिया समाचारଭୁବନେଶ୍ବରରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର : କିଛି କାମ କରିନଥିବାରୁ ସାଂସଦଙ୍କୁ ଟାର୍ଗେଟ
ଭୁବନେଶ୍ୱର – ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଭୁବନେଶ୍ୱରରେ ଦଳ ପାଇଁ ପ୍ରଚାର କରିଛନ୍ତି। ସେ କହିଛନ୍ତି ଯେ, ବିଜେଡି ଏକମାତ୍ର ରାଜନୈତିକ ଦଳ ଯିଏ କି ନିର୍ବାଚନ ଇସ୍ତାହାରରେ ମଧ୍ୟବିତ୍ତ ଲୋକମାନଙ୍କ ଉନ୍ନତିକୁ ସ୍ଥାନ ଦେଇଛି । ସମସ୍ତଙ୍କୁ ବିଏସକେୱଇରେ ସ୍ବାସ୍ଥ୍ୟ ସୁରକ୍ଷା ଯୋଗାଇ ଦେବ ଦଳ । ମଧ୍ୟବିତ୍ତ ଶ୍ରେଣୀ ଲୋକଙ୍କ ପାଇଁ ଏଭଳି ସୁବିଧା ଆଉ କେଉଁଠି ନାହିଁ । ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ହାଉସିଂ ଲୋନ୍ [...]
ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ

ओडिया समाचारମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କୁ କୌଣସି ଆଶ୍ବସ୍ତି ମିଳିନାହିଁ। ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ତାଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ସେ ତଳକୋର୍ଟ ରାୟ ବିରୋଧରେ ହାଇକୋର୍ଟ ଯାଇଥିଲେ । ତଳକୋର୍ଟ ଏପ୍ରିଲ ୩୦ରେ ତାଙ୍କ ଜାମିନ ନାମଞ୍ଜୁର କରିଦେଇଥିଲେ। ଅନ୍ୟପକ୍ଷରେ ରାଉଜ୍ ଆଭେନ୍ୟୁ କୋର୍ଟ ସିସୋଦିଆଙ୍କ ବିଚାର ବିଭାଗୀୟ ହାଜତ ମିଆଦ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି [...]
ପ୍ରଥମ ଥର ୭୪ ହଜାର ଟପିଲା ସୁନା ଦର, ରୁପା ୯୦ ହଜାର ପାର

ओडिया समाचारପ୍ରଥମ ଥର ୭୪ ହଜାର ଟପିଲା ସୁନା ଦର, ରୁପା ୯୦ ହଜାର ପାର
ନୂଆଦିଲ୍ଲୀ: ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଏବଂ ରୁପା ଦର। ଇଣ୍ଡିଆ ବୁଲିଅନ୍ ଆଣ୍ଡ୍ ଜୁଏଲର୍ସ ଆସୋସିଏସନ୍ (ଆଇବିଜେଏ)ର ୱେବସାଇଟ ଅନୁଯାୟୀ, ଆଉ ୮୩୯ ଟଙ୍କା ବୃଦ୍ଧି ସହ ୧୦ ଗ୍ରାମ ପିଛା ସୁନା ଦର ୭୪,୨୨୨ ଟଙ୍କା ହୋଇଯାଇଛି। ସୁନା ଦର ପ୍ରଥମ ଥର ୭୪ ହଜାର ଟପିଛି । ରୁପା ଦର ମଧ୍ୟ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି | ରୁପା ଆଉ ୬,୦୭୧ ଟଙ୍କା ମହଙ୍ଗା ହୋଇ କିଲୋଗ୍ରାମ ପିଛା ୯୨,୪୪୪ ଟଙ୍କାରେ [...]
ମମତା ବାନାର୍ଜୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଅଭିଯୋଗ, ବିଜେପି ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟଙ୍କୁ ୨୪ ଘଣ୍ଟା ପ୍ରଚାର ମନା

ओडिया समाचारମମତା ବାନାର୍ଜୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଅଭିଯୋଗ, ବିଜେପି ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟଙ୍କୁ ୨୪ ଘଣ୍ଟା ପ୍ରଚାର ମନା
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଅଭିଯୋଗରେ ନିର୍ବାଚନ କମିଶନ ମଙ୍ଗଳବାର କଲିକତା ହାଇକୋର୍ଟର ପୂର୍ବତନ ବିଚାରପତି ତଥା ବିଜେପି ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟଙ୍କୁ ୨୪ ଘଣ୍ଟା ପାଇଁ ପ୍ରଚାରରୁ ବାରଣ କରିଛନ୍ତି। ଗଙ୍ଗୋପାଧ୍ୟାୟ ମେ ୧୫ରେ ପଶ୍ଚିମବଙ୍ଗର ହଲଦିଆରେ ଏକ ନିର୍ବାଚନୀ ସଭାରେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ ।ଗଙ୍ଗୋପାଧ୍ୟାୟଙ୍କ ବିରୋଧରେ ପ୍ରଚାର କଟକଣା ଅବଧି ମଙ୍ଗଳବାର ଅପରାହ୍ନ ୫ଟାରୁ ଲାଗୁ ହେବ । ଅଭିଜିତ [...]
ପାଟଣାରେ ପାଣ୍ଡିଆନଙ୍କ ପ୍ରଚାର : କହିଲେ, ଆଦିବାସୀଙ୍କ ଉନ୍ନତି ପାଇଁ ଆନ୍ତରିକତାର ସହ କାର୍ଯ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ

ओडिया समाचारପାଟଣାରେ ପାଣ୍ଡିଆନଙ୍କ ପ୍ରଚାର : କହିଲେ, ଆଦିବାସୀଙ୍କ ଉନ୍ନତି ପାଇଁ ଆନ୍ତରିକତାର ସହ କାର୍ଯ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ପାଟଣାରେ ନିର୍ବାଚନ ପ୍ରଚାର କରି ଦଳ ପାଇଁ ଭୋଟ୍ ଭିକ୍ଷା କରିଛନ୍ତି। ସେ ଏଠାରେ ଏକ ଜନସଭାକୁ ସମ୍ବୋଧନ କରିଥିଲେ। ଖାଇବା ସମୟରେ ଏତେ ଡେରି ପର୍ଯ୍ୟନ୍ତ ଅପେକ୍ଷା କରିଥିବାରୁ ଲୋକଙ୍କ ପାଖରେ ସେ ଋଣୀ ବୋଲି ପାଣ୍ଡିଆ ନ କହିଥିଲେ। ଜନସଭାରେ ପାଣ୍ଡିଆନ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟରେ ଆଦିବାସୀମାନେ ସ୍ୱତନ୍ତ୍ର ସ୍ଥାନର ଅଧିକାରୀ ।ଭାଷା, କଳା, ସଂସ୍କୃତି, ପୂଜାସ୍ଥଳୀ ଜାଗିରା ଓ [...]
