ଶ୍ରୀ ମନ୍ଦିରରେ ଦେବ ଦୀପାବଳୀ

ओडिया समाचारଶ୍ରୀ ମନ୍ଦିରରେ ଦେବ ଦୀପାବଳୀ
ଶ୍ରୀମନ୍ଦିର ଅନନ୍ୟ ପରମ୍ପରାରେ ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ନିତ୍ୟ ମାନବୀୟ ଲୀଳା କରୁଛନ୍ତି। ନିଜର ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ମାର୍ଗଶୀର କୃଷ୍ଣ ଚତୁର୍ଦଶୀ , ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦା ଏହି ୩ ଦିନ ଦୀପଦାନ କରିଥାନ୍ତି। ଏହି ପିତୃପୁରୁଷଙ୍କ ମଧ୍ୟରେ ଅଦିତି-କଚ୍ଛପ, ଦଶରଥ-କୋଶଲ୍ୟା-କୈକୟୀ-ସୁମିତ୍ରା , ନନ୍ଦ-ଯଶୋଦା , ବସୁଦେବ-ଦେବକୀ ଓ ରାଜା ଇନ୍ଦ୍ରଦ୍ୟୁମ୍ନ- ରାଣୀ ଗୁଣ୍ଡିଚା ଙ୍କ ଉଦେଶ୍ୟରେ ଦୀପଦାନ କରାଯାଇଥାଏ ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି ଓ କଶ୍ୟପଙ୍କ ଉଦ୍ଦେଶ୍ୟରେ, ଅମାବସ୍ୟା ଦିନ ରାଜା [...]
ଗଞ୍ଜାମ: ପାଟପୁର ଥାନା ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ
ଭୁବନେଶ୍ବର: ଆଜିଠାରୁ ଭୁବନେଶ୍ବରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆରମ୍ଭ ହୋଇଛି ଅଖିଳ ଭାରତୀୟ ପୋଲିସ ମହାନିର୍ଦ୍ଦେଶକ/ ମହାନିରୀକ୍ଷକ ସମ୍ମିଳନୀ-୨୦୨୪ । ଏହି ସମ୍ମିଳନୀରେ ଭାରତ ସରକାରଙ୍କ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶାର ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରିଛନ୍ତି । ଉକ୍ତ ସମ୍ମିଳନୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଯୋଗ ଦେଇଥିବା ବେଳେ ଓଡ଼ିଶା ପୁଲିସ ପାଇଁ ଏହି ସମ୍ମାନ ଅତ୍ୟନ୍ତ [...]
ओडिया समाचारଓଡିଶା ମେଡିକାଲ ସେଣ୍ଟର ତରଫରୁ ଓୌଷଧୀୟ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆରମ୍ଭ
ଭୁବନେଶ୍ବର: କେଉଁ ଆଦିମ ଅନାଦି କାଳରୁ ମନୁଷ୍ୟ ବୃକ୍ଷଲତାର ବିଭିନ୍ନ ଅଂଶକୁ ଔଷଧ ଭାବରେ ବ୍ୟବହାର କରି ଆସୁଛି I ଖ୍ରୀଷ୍ଟ ପୂର୍ବ ୪୦୦୦ ଠାରୁ ୧୦୦୦ ବର୍ଷ ପର୍ଯ୍ୟନ୍ତ ସମୟ ମଧ୍ୟରେ ରଚନା କରାଯାଇଥିବା ଋକ ବେଦରେ ୬୭ ଗୋଟି, ଯଜୁର୍ବେଦରେ ୮୨ ଗୋଟି ଏବଂ ଅଥର୍ବ ବେଦରେ ୨୮୯ ଗୋଟି ଔଷଧୀୟ ବୃକ୍ଷ ତଥା ଏହାର ଉପଯୋଗ ଦ୍ୱାରା ରୋଗ ଚିକିସ୍ଛା ବିଷୟରେ ବିଷଦ ଭାବରେ ବର୍ଣ୍ଣନା ଅଛି I ଏହାର ପରବର୍ତ୍ତୀ କାଳରେ [...]
ओडिया समाचारଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ମହକୁଛି ଓଡ଼ିଶାର ବାସନା ଚାଉଳ
ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାର ବାସନା ଚାଉଳର ବାସ୍ନା ଏବେ ଦିଲ୍ଲୀରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ଚାଷୀଙ୍କ ଦ୍ୱାରା ଅମଳ ହୋଇଥିବା ବିଭିନ୍ନ କିସମର ସୁଗନ୍ଧିତ ଚାଉଳ କିଣିବାକୁ ଗ୍ରାହକମାନେ ଆଗ୍ରହ ପ୍ରକାଶ କରୁଛନ୍ତି। ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ‘ଓଡ଼ିଶା ମଣ୍ଡପ’ରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଷ୍ଟଲ ଖୋଲାଯାଇଛି। ଗୋଟିଏ ଷ୍ଟଲରେ ବିଭିନ୍ନ ପ୍ରକାର କୃଷି ଉତ୍ପାଦ ମଧ୍ୟରେ ବାଦଶାହା ଭୋଗ, ନୂଆ କଳାଜିରା, ସୁଗନ୍ଧା ଆଦି ବିଭିନ୍ନ [...]
ओडिया समाचारନୂଆପଡା ସୀମାରେ ଜୁଆ ଆଡ୍ଡା ଉପରେ ବଡ ଧରଣର ଚଢାଉ, ୮୦ ଗିରଫ
ଭୁବନେଶ୍ବର: ଗତକାଲି ବିଳମ୍ବିତ ସନ୍ଧ୍ୟାରେ ନୂଆପଡା ଛତିଶଗଡ ସୀମାନ୍ତରେ ଚାଲିଥିବା ଏକ ବଡ ଧରଣର ଜୁଆ ଆଡ୍ଡାରେ ଚଢାଉ ହୋଇଛି। ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଡିଆଇଜି ( ଏସ୍ଆରଡବ୍ଲୁ)ଙ୍କ ତତ୍ତ୍ୱବଧାନରେ ଛତିଶଗଡ ସୀମା ନୂଆପଡା ଜିଲ୍ଲା ଜଙ୍କ ଥାନା ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଏକ ବଡ଼ ଧରଣର ଚଢ଼ଉ କରିଛି। ଚଢ଼ଉ ସମୟରେ ପୋଲିସ ଘଟଣାସ୍ଥଳରୁ ୨୯ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ କରିବା ସହ ୮୦ ଜଣଙ୍କୁ [...]
ओडिया समाचारଯୁକ୍ତ୨ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ, ୨୪ ମାର୍କ ରଖିଲେ ହେବେ ପାସ୍
ଭୁବନେଶ୍ୱର: ବଦଳିବ ଯୁକ୍ତ୨ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚା । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା । ଏଣିକି ୮୦ ମାର୍କର ଥିଓରୀ ଓ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ପ୍ରଥମ ଥର ପାଇଁ ବୋର୍ଡ ପରୀକ୍ଷାରେ ଆସେସମେଣ୍ଟ ପରୀକ୍ଷା ଦେବାକୁ ଯାଉଛନ୍ତି +୨ ଛାତ୍ରଛାତ୍ରୀ। ଉଭୟ ଆସେସମେଣ୍ଟ ଓ ଥିଓରୀ ପରୀକ୍ଷାକୁ ମିଶାଇ ୧୦୦ ମାର୍କର ପରୀକ୍ଷା ହେବ। ୧୦୦ ରୁ ୨୪ ମାର୍କ ରଖିଲେ [...]
ओडिया समाचारଡିଜିଟାଲ୍ ଟିକେଟ୍ ପାଇଁ ଓଏନ୍ଡ଼ିସି ପ୍ଲାଟଫର୍ମରେ ଯୋଡ଼ିହେଲା କ୍ରୁଟ୍
ଭୁବନେଶ୍ୱର: କ୍ୟାପିଟାଲ୍ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ଓପନ୍ ନେଟୱାର୍କ ଫର୍ ଡିଜିଟାଲ୍ କମର୍ସ ପ୍ଲାଟଫର୍ମରେ ଡିଜିଟାଲ୍ ଟିକେଟ୍ ବିକ୍ରେତା ଭାବରେ ପଞ୍ଜିକୃତ ହୋଇଛି। ଯାତ୍ରୀମାନଙ୍କ ପାଇଁ ଯାତାୟାତ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ କ୍ରୁଟ୍ର ନିରନ୍ତର ପ୍ରତିବଦ୍ଧତା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଓଏନ୍ଡ଼ିସି ପ୍ଲାଟ୍ଫର୍ମରେ ଯୋଡ଼ିହେବା ପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢ଼ୀ, କ୍ରୁଟ୍ ପରିଚାଳନା ନିର୍ଦ୍ଦେଶକ ଡକ୍ଟର ଏନ୍. ଥିରୁମାଲା ନାୟକ, ଓଏନ୍ଡ଼ିସିର [...]
ओडिया समाचारଆଜି ବଡ଼ ଏକାଦଶୀ, ଶ୍ରୀମନ୍ଦିରରେ ଶ୍ରୀଜୀଉ ଭକ୍ତ ମାନଙ୍କୁ ଲକ୍ଷ୍ମୀ ନାରାୟଣ ବେଶରେ ଦେବେ ଦର୍ଶନ
12/11/24 ଆଜି ବଡ଼ ଏକାଦଶୀ, ଶ୍ରୀମନ୍ଦିରରେ ଶ୍ରୀଜୀଉ ଭକ୍ତ ମାନଙ୍କୁ ଲକ୍ଷ୍ମୀ ନାରାୟଣ ବେଶରେ ଦେବେ ଦର୍ଶନ ଆଜି ବଡ଼ ଏକାଦଶୀ ତିଥି । ଆଜି ଦିନରେ ମହାପ୍ରଭୁ ସ୍ୱତନ୍ତ୍ର ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ। କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ । ଏହି ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥ ନିଦରୁ ଉଠନ୍ତି । ଆଷାଢ଼ ଶୁକ୍ଳପକ୍ଷ ଏକାଦଶୀରୁ ମହାପ୍ରଭୁ ଶୟନ କରିଥାନ୍ତି । ମହାପ୍ରଭୁଙ୍କ [...]
ओडिया समाचारଅଁଳା ନବମୀ ତିଥିରେ ସାକ୍ଷୀଗୋପାଳରେ ରାଧା ପାଦ ଦର୍ଶନ ଉତ୍ସବ ପାଳିତ
ଅଁଳା ନବମୀ ତିଥିରେ ସତ୍ୟବାଦୀ ସ୍ଥିତ ସାକ୍ଷୀଗୋପାଳ ମନ୍ଦିରରେ ରାଧା ପାଦ ଦର୍ଶନ ଉତ୍ସବ ପାଳିତ ହୋଇଯାଇଛି। ସଂଖ୍ୟାଧିକ ଭକ୍ତ ଦୀର୍ଘ ସମୟ ଧାଡିରେ ଠିଆ ହୋଇ ଏହି ଦର୍ଶନ ଲାଭ କରିଥିଲେ। କାର୍ତ୍ତିକମାସ ଶୁକ୍ଳପକ୍ଷ ନବମୀତିଥି ପବିତ୍ର ଅଁଳା ନବମୀ ବା ଧାତ୍ରୀ ନବମୀ ଭାବରେ ପାଳନ କରାଯାଇଥାଏ। ଏହି ତିଥି ଟି ଶ୍ରୀରାଧା ପାଦଦର୍ଶନ ଯାତ୍ରା ରୂପେ ଓଡ଼ିଶାରେ ସୁପରିଚିତ । ସାକ୍ଷୀଗୋପାଳ ରେ ବର୍ଷସାରା ଲୁଗା ଘେରରେ ଘୋଡ଼ାଇ ହୋଇଥିବା ମାନବୀ ରାଧାଙ୍କର [...]
ହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ

ओडिया समाचारହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ
ଭୁବନେଶ୍ୱର: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ। ସୂଚନା ଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି। ୨୩୬୯ ପଦବୀ ଖାଲି ଅଛି। ଏହି [...]
