ओडिया समाचारଆଜି ରାଜଧାନୀରେ ମୁଖ୍ୟମନ୍ତ୍ରୀ କରିବେ ରୋଡ୍ ଶୋ’ , ସପ୍ତାହକ ମଧ୍ୟରେ ଦ୍ୱିତୀୟ
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ଆଉ ଏକ ମେଗା ରୋଡ୍ ଶୋ’ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ନିବେଦନ କରିବେ । ପଳାଶପଲ୍ଲୀ ପୁନାମା ଗେଟ୍ ଫ୍ଲାଇଓଭରରୁ ରୋଡ୍ ଶୋ’ ଆରମ୍ଭ ହୋଇ ବିଡ଼ିଏ କଲୋନୀ ଛକ, ସୁନ୍ଦରପଦା ହାଟ, ପୋଖରୀପୁଟ ଛକ, ପ୍ରମେୟ ଛକ, ଶିରିପୁର ଛକ, ଗଙ୍ଗାନଗର ଛକ ଦେଇ ଏକାମ୍ର ଛକରେ ଶେଷ ହେବ । ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ଶୋ’ ଦୃଷ୍ଟିରୁ କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ [...]
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି : ପୁରୀରେ କରିବେ ରୋଡ୍ ଶୋ, କଟକ ଓ ଅନୁଗୁଳରେ ବି ପ୍ରଚାର କାର୍ଯ୍ୟକ୍ରମ

ओडिया समाचारଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି : ପୁରୀରେ କରିବେ ରୋଡ୍ ଶୋ, କଟକ ଓ ଅନୁଗୁଳରେ ବି ପ୍ରଚାର କାର୍ଯ୍ୟକ୍ରମ
ଭୁବନେଶ୍ୱର – ଆଜି ମଧ୍ୟ ତାରକା ପ୍ରଚାରକଙ୍କ ନିର୍ବାଚନ ପ୍ରଚାର ବେଶ୍ ଜମିବ । ରାଜ୍ୟକୁ ତୃତୀୟ ଥର ପାଇଁ ନିର୍ବାଚନ ପ୍ରଚାର କରିବାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁରୀରେ ରୋଡ୍ ଶୋ’ କରି ବିଜେପି ପାଇଁ ଭୋଟ ମାଗିବେ । ପ୍ରଧାନମନ୍ତ୍ରୀ ଗତକାଲି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚି ପ୍ରଥମେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କ ସହ ବୈଠକ କରିଥିଲେ। ଆଜି ସକାଳେ ସେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପୁରୀ [...]
କଡ଼ା ସୁରକ୍ଷା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ବିଭିନ୍ନ ପାହ୍ୟାର ୩୩ ହଜାର ପୋଲିସ କର୍ମଚାରୀ ମୁତୟନ

ओडिया समाचारକଡ଼ା ସୁରକ୍ଷା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ବିଭିନ୍ନ ପାହ୍ୟାର ୩୩ ହଜାର ପୋଲିସ କର୍ମଚାରୀ ମୁତୟନ
ଭୁବନେଶ୍ୱର – ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ମତଦାନ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ରାଜ୍ୟର କୌଣସି ସ୍ଥାନରେ ପ୍ରାକ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବ ନାହିଁ ଏବଂ ଗଣ୍ଡଗୋଳକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜିପି ଅରୁଣ ଷଡଙ୍ଗୀ କହିଛନ୍ତି। ଏହାସହ ରାଜନୈତିକ ହିଂସାକାଣ୍ଡରେ ସମ୍ପୃକ୍ତ ଥିବା ବ୍ୟକ୍ତିବିଶେଷଙ୍କ ବିରୋଧରେ ତଦନ୍ତ କରାଯାଇ ତୁରନ୍ତ ଚାର୍ଜସିଟ ପ୍ରସ୍ତୁତ କରାଯିବା ସହ ଦୋଷୀ ସାବ୍ୟସ୍ତ କରିବାକୁ ସ୍ୱତନ୍ତ୍ର ପଦକ୍ଷେପ ନିଆଯିବ ବୋଲି [...]
୫ ଲୋକସଭା, ୩୫ ବିଧାନସଭା ଆସନରେ ମତଦାନ ଆରମ୍ଭ, ୩୦୫ ପ୍ରାର୍ଥୀଙ୍କ ଫଇସଲା କରିବେ ୭୯ ଲକ୍ଷରୁ ଉର୍ଦ୍ଧ୍ବ ଭୋଟର

ओडिया समाचार୫ ଲୋକସଭା, ୩୫ ବିଧାନସଭା ଆସନରେ ମତଦାନ ଆରମ୍ଭ, ୩୦୫ ପ୍ରାର୍ଥୀଙ୍କ ଫଇସଲା କରିବେ ୭୯ ଲକ୍ଷରୁ ଉର୍ଦ୍ଧ୍ବ ଭୋଟର
ଭୁବନେଶ୍ୱର – ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ୫ଟି ଲୋକସଭା ଆସନ ଓ ଏସବୁ ଅଧୀନସ୍ଥ ୩୫ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ନିର୍ବାଚନ ରଣାଙ୍ଗନରେ ଅଛନ୍ତି ମୋଟ ୩୦୫ ଜଣ ପ୍ରାର୍ଥୀ। ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ ଓ ଆସ୍କା ଲୋକସଭା ଆସନରେ ମୋଟ ୪୦ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଥିବା ବେଳେ ୩୫ ବିଧାନସଭା ଆସନରେ ଲଢୁଛନ୍ତି ୨୬୫ ପ୍ରାର୍ଥୀ। ୭୯ [...]
ଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ

ओडिया समाचारଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
॥ ଅଯୋଧ୍ୟା କାଣ୍ଡ ॥ ଲାଗହିଂ କୁମୁଖ ବଚନ ସୁଭ କୈସେ । ମୁହଁ ଗୟାଦିକ ତୀରଥ ଜୈସେ ॥ ରାମହି ମାତୁ ବଚନ ସବ ଭାଏ । ଜିତି ସୁରସାରି ଗତ ସଲିଳ ସୁହାଏ ॥ ଭାବାର୍ଥ :- କୈକେୟୀଙ୍କ ଅପବିତ୍ର ମୁହଁ ରେ ଏପରି ଶୁଭ ମଙ୍ଗଳମୟ ଶବ୍ଦର ଉଚ୍ଚାରଣ ଏପରି ଲାଗୁଥିଲା ଯେପରି ମଗଧ ଦେଶର ଗୟା ତୀର୍ଥରେ ପିତୃପୁରୁଷଙ୍କୁ ଅନ୍ତିମ ଶ୍ରାଦ୍ଧ ଦେଇ ଫେରିଛନ୍ତି । ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କୁ କିନ୍ତୁ ମାତା [...]
ଗୀତା ଉପଦେଶ: ଜୀବନର ସ୍ତର ଅନୁଯାୟୀ ଯେଉଁସବୁ କର୍ମ ଆମ ପାଇଁ ନିର୍ଦ୍ଧାରିତ କରାଯାଇ ଥାଏ, ତାହା ସ୍ୱ-ଧର୍ମ ଅଟେ

ओडिया समाचारଗୀତା ଉପଦେଶ: ଜୀବନର ସ୍ତର ଅନୁଯାୟୀ ଯେଉଁସବୁ କର୍ମ ଆମ ପାଇଁ ନିର୍ଦ୍ଧାରିତ କରାଯାଇ ଥାଏ, ତାହା ସ୍ୱ-ଧର୍ମ ଅଟେ
ଭଗବାନ ଶ୍ରୀକୃଷ୍ଣ ଗୀତାରେ ଅର୍ଜୁନଙ୍କୁ ସ୍ୱ-ଧର୍ମ ସମ୍ବନ୍ଧରେ କହିଛନ୍ତି- ସ୍ୱେ ସ୍ୱେ କର୍ମଣ୍ୟଭିରତଃ ସଂସିଦ୍ଧିଂ ଲଭତେ ନରଃ । ସ୍ୱକର୍ମନିରତଃ ସିଦ୍ଧିଂ ଯଥା ବିନ୍ଦତି ତଚ୍ଛୃଣୁ। ଅର୍ଥାତ୍ ଆମ୍ଭମାନଙ୍କର ସ୍ୱଭାବ ଏବଂ ଜୀବନର ସ୍ତର ଅନୁଯାୟୀ ଯେଉଁସବୁ କର୍ମ ଆମ ପାଇଁ ନିର୍ଦ୍ଧାରିତ କରାଯାଇ ଥାଏ, ତାହା ସ୍ୱ-ଧର୍ମ ଅଟେ । ସେଗୁଡ଼ିକୁ ସମ୍ପାଦନ କରିବା ଦ୍ୱାରା ଆମେ ନିଜ ଶରୀର ଓ ମନର ଅନ୍ତର୍ନିହିତ କ୍ଷମତାର ଉପଯୋଗ ଗଠନ ମୂଳକ ଓ ଲାଭଦାୟକ ଭାବରେ କରିଥାଏ [...]
ସମ୍ବଲପୁରରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର, ସମାବେଶ ପରେ ରୋଡ ସୋ ରେ ଶଂଖମୟ ପରିବେଶ
ସମ୍ୱଲପୁର: ସମ୍ବଲପୁରରେ ବିଜେଡିର ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ୍ଙ୍କ ମାରାଥନ ପ୍ରଚାର। କୁଚିଣ୍ଡା ନିର୍ବାଚନ ମଣ୍ଡଳୀର କେଶେଇବାହାଲ ଓ ରେଙ୍ଗାଲି ନିର୍ବାଚନ ମଣ୍ଡଳୀର ପରମାଣପୁରରେ ଦୁଇଟି ସମାବେଶରେ ଉଦବୋଧନ ଦେଇ ଜିଲ୍ଲାରେ ହୋଇଥିବା ବିକାଶର ତାଲିକା ଦେଇଛନ୍ତି। ଏହାଛଡା ବିରୋଧୀଙ୍କୁ ଶାଣିତ ଆକ୍ରମଣ କରିବା ସହ ପୁଣି ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି। ଆଉ ଶେଷରେ ସମ୍ବଲପୁର ସହରରେ ମେଗା ରୋଡ ସୋ କରି ସାରା ସହରକୁ ଶଂଖମୟ କରି ଦେଇଛନ୍ତି। ଜୟ ମା ସମଲେଶ୍ୱରୀ, ଜୟ [...]
କାଲି ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ୮ ରାଜ୍ୟର ୪୯ ଆସନରେ ହେବ ମତଦାନ, ମଇଦାନରେ ୯ କେନ୍ଦ୍ରମନ୍ତ୍ରୀଙ୍କ ସହ ୬୯୫ ପ୍ରାର୍ଥୀ

ओडिया समाचारକାଲି ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ୮ ରାଜ୍ୟର ୪୯ ଆସନରେ ହେବ ମତଦାନ, ମଇଦାନରେ ୯ କେନ୍ଦ୍ରମନ୍ତ୍ରୀଙ୍କ ସହ ୬୯୫ ପ୍ରାର୍ଥୀ
ନୂଆଦିଲ୍ଲୀ: ଚଳିତ ଲୋକସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ସୋମବାର (ମେ ୨୦) ୬ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳର ୪୯ ଆସନରେ ମତଦାନ ହେବ। ପଞ୍ଚମ ପର୍ଯ୍ୟାୟରେ ଉତ୍ତର ପ୍ରଦେଶର ୧୪, ମହାରାଷ୍ଟ୍ରର ୧୩, ପଶ୍ଚିମବଙ୍ଗ ୭, ଓଡ଼ିଶାର ୫, ବିହାର ୫, ଝାଡ଼ଖଣ୍ଡ ୩, ଜମ୍ମୁ-କାଶ୍ମୀର ଏବଂ ଲଦାଖରେ ଗୋଟିଏ ଲେଖାଏଁ ଆସନରେ ଭୋଟ ଗ୍ରହଣ କରାଯିବ । ଓଡ଼ିଶାର ୫ ସଂସଦୀୟ କ୍ଷେତ୍ର ଅଧୀନ ୩୪ ବିଧାନସଭା ଆସନ ପାଇଁ ମଧ୍ୟ [...]
ओडिया समाचारଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା: ମାଓ ଅଧ୍ୟୁଷିତ ଅଞ୍ଚଳରେ କଡ଼ା ନଜର
ଭୁବନେଶ୍ୱର – ଆସନ୍ତାକାଲି ଓଡିଶାରେ ଦ୍ଵିତୀୟ ପର୍ଯ୍ୟlୟ ସାଧାରଣ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବା। ଏହି ପର୍ଯ୍ୟାୟକୁ ଶାନ୍ତି ଶୃଙ୍ଖଳା, ଅବାଧ, ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଅନୁଷ୍ଠିତ କରାଯିବ ନିମନ୍ତେ ରାଜ୍ୟ ପୋଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ ଭୁବନେଶ୍ଵରସ୍ଥିତ ପୋଲିସ ସେବା ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଛନ୍ତି l ରାଜ୍ୟର କୌଣସି ସ୍ଥାନରେ ପ୍ରାକ ନିର୍ବାଚନୀ [...]
ଇରାନ ରାଷ୍ଟ୍ରପତିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ओडिया समाचारଇରାନ ରାଷ୍ଟ୍ରପତିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
ତେହେରାନ: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସୀଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ ଇରାନ ରାଷ୍ଟ୍ରପତିଙ୍କ ହେଲିକପ୍ଟର ପୂର୍ବ ଆଜରବାଇଜାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ରାଷ୍ଟ୍ରପତି ରଇସୀଙ୍କ ସହ ଇରାନର ବିଦେଶ ମନ୍ତ୍ରୀ ମଧ୍ୟ ଥିଲେ। ହେଲିକପ୍ଟର ଦୁର୍ଘଟଣାର କାରଣ ଜଣା ପଡ଼ିନାହିଁ। ଖରାପ ପାଗ ଯୋଗୁଁ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ପାରି ନାହାଁନ୍ତି। ରାଷ୍ଟ୍ରପତି ରଇସୀଙ୍କ ଅବସ୍ଥା ସମ୍ପର୍କରେ ମଧ୍ୟ କିଛି ସ୍ପଷ୍ଟ ହୋଇନାହିଁ। ଇରାନର ରାଜଧାନୀ ତେହେରାନଠାରୁ ପ୍ରାୟ ୬୦୦ କିଲୋମିଟର ଉତ୍ତର-ପଶ୍ଚିମ [...]
