ओडिया समाचारଗଞ୍ଜାମ ଜିଲ୍ଲାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ, କଡ଼ା ସୁରକ୍ଷା
ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ଆସନ୍ତା ୨୦ ତାରିଖରେ ହେବାକୁ ଥିବା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପୋଲିସ ଓ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଆଜି ଠାରୁ ଭଞ୍ଜନଗର ଓ ଛତ୍ରପୁରର ଡିସପୋଜାଲ୍ ସେଣ୍ଟରରୁ ଦୂରବର୍ତ୍ତୀ ଓ ଦୁର୍ଗମ ଗ୍ରାମାଞ୍ଚଳ ବୁଥ୍ ଗୁଡ଼ିକ ପାଇଁ ପୋଲିଂ ଅଫିସରଙ୍କୁ ପଠାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ବଳକା ବୁଥଗୁଡିକୁ ରବିବାର ସକାଳୁ ପୋଲିଂ ଷ୍ଟାଫଙ୍କୁ ପଠାଯିବ। ୧୯୩୭ ବୁଥ୍ କରାଯାଇଛି। ସେଥିରୁ ୪୨୦ ବୁଥକୁ ସମ୍ବେଦନଶୀଳ ବୋଲି ଘୋଷଣା [...]
ओडिया समाचारସତ୍ୟବାଦୀ କଣାସରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର: କହିଲେ ନବୀନ ପୁଣି ହେବେ ମୁଖ୍ୟମନ୍ତ୍ରୀ, ବିଜୁଳି ବିଲ୍ ହେବ ଛାଡ
ଭୁବନେଶ୍ୱର – ପୁରୀ ସଂସଦୀୟ କ୍ଷେତ୍ରରେ ଆଜି ମାରାଥନ ନିର୍ବାଚନ ପ୍ରଚାର କରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ସତ୍ୟବାଦୀ କଣାସ ଅଞ୍ଚଳରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗି ପାଣ୍ଡିଆନ କହିଛନ୍ତି ଯେ, ସୁଆଣ୍ଡୋରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ସ୍ମୃତିପୀଠ, ଓଡ଼ିଆ ବିଶ୍ୱବିଦ୍ୟାଳୟ ଏବଂ ଅଞ୍ଚଳରେ ଅନେକ ରାସ୍ତା ଓ ସେତୁ ନିର୍ମାଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହିଳା ସଶକ୍ତିକରଣ ପାଇଁ ମିଶନ ଶକ୍ତି, ଚାଷୀଙ୍କ କଲ୍ୟାଣ ପାଇଁ କାଳିଆ, ଅସହାୟ [...]
ओडिया समाचारଟି-୨୦ ବିଶ୍ୱକପ: ଅଧିକାଂଶ ଭାରତୀୟ ଖେଳାଳି ମେ ୨୫ରେ ନ୍ୟୁୟର୍କ ଯିବେ
ନୂଆଦିଲ୍ଲୀ: ଆଗାମୀ ଟି-୨୦ ବିଶ୍ୱକପ ପାଇଁ ଭାରତର ଅଧିକାଂଶ କ୍ରିକେଟର ଏବଂ ସପୋର୍ଟ ଷ୍ଟାଫ୍ ମେ ୨୫ରେ ନ୍ୟୁୟର୍କ ଯିବେ । ଅବଶିଷ୍ଟ ସଦସ୍ୟ ଆଇପିଏଲ୍ ଫାଇନାଲ ପରେ ମେ ୨୬ରେ ଆମେରିକା ଗସ୍ତ କରିବେ। ପୂର୍ବରୁ କୁହାଯାଇଥିଲା ସେ ଭାରତୀୟ ଦଳର ଯେଉଁ ସଦସ୍ୟ ଆଇପିଏଲ୍ ପ୍ଲେ ଅଫ୍ ଯୋଗ୍ୟତା ଅର୍ଜନ କରିନାହାଁନ୍ତି ସେମାନେ ମେ ୨୧ ରେ ଆମେରିକା ଯିବେ । କିନ୍ତୁ ଏହି ଯୋଜନାରେ ପରିବର୍ତ୍ତନ ହୋଇଛି । ବର୍ତ୍ତମାନ ସେମାନେ ମେ [...]
ओडिया समाचारସ୍ବାତି ମାଲିୱାଲଙ୍କୁ ମାରପିଟ୍ ମାମଲାରେ କେଜ୍ରିୱାଲଙ୍କ ପିଏ ବିଭବ କୁମାର ଗିରଫ
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଆପ୍ ସାଂସଦ ସ୍ବାତି ମାଲିୱାଲଙ୍କୁ ମାରପିଟ୍ ମାମଲାରେ ଅଭିଯୁକ୍ତ ବିଭବ କୁମାରଙ୍କୁ ଶନିବାର ଦିଲ୍ଲୀ ପୋଲିସ ଗିରଫ କରିଛି। ବିଭବ କୁମାର ହେଉଛନ୍ତି ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସହଯୋଗୀ । ପୋଲିସ ତାଙ୍କୁ ଗିରଫ କରି ସିଭିଲ ଲାଇନ୍ସ ପୋଲିସ ଥାନା ନେଇଛି। ପଚରାଉଚରା ପରେ ବିଭବଙ୍କୁ କୋର୍ଟରେ ହାଜର କରାଯିବ। ମାଲିୱାଲଙ୍କ ଅଭିଯୋଗ ମୁତାବକ ସେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଭେଟିବା ପାଇଁ ମେ ୧୩ ତାରିଖ ସକାଳ [...]
ओडिया समाचारକୃଷ୍ଣପ୍ରସାଦରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର : ବିକାଶ ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ
ଭୁବନେଶ୍ୱର – ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ନିର୍ବାଚନ ପ୍ରଚାର କରିଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ସ୍ଥାନୀୟ ମାଲୁଦ ମେଳଣ ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ପାଣ୍ଡିଆନ ଯୋଗଦେଇ ଦଳୀୟ ପ୍ରାର୍ଥୀମାନଙ୍କ ପାଇଁ ଭୋଟ୍ ଲୋଡିଛନ୍ତି। ବିକାଶ ପ୍ରସଙ୍ଗରେ ବିରୋଧୀ ଦଳର ଆଭିମୁଖ୍ୟକୁ କଡ଼ା ସମାଲୋଚନା କରିଛନ୍ତି ପାଣ୍ଡିଆନ। ପାଣ୍ଡିଆନ କହିଥିଲେ, ୨୦୧୪ରେ କେନ୍ଦ୍ର ମନ୍ତ୍ରୀ ନିତିନ ଗଡ଼଼କରୀ ଓଡ଼ିଶା ଆସି ଚିଲିକା ଉପରେ ସେତୁ ନିର୍ମାଣ କରାଯିବ ବୋଲି କହିଥିଲେ। ହେଲେ ଏଯାଏ [...]
ओडिया समाचारଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ୯୬୧୨ ପୋଲିଂ ବୁଥ୍ , ୭୯ ଲକ୍ଷରୁ ଅଧିକ ଭୋଟର
ଭୁବନେଶ୍ୱର – ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ । ଏହି ପର୍ଯ୍ୟାୟରେ ୫ ଲୋକସଭା ଓ ୩୫ ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ । ଏହି ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତାଧିକାର ସାବ୍ୟସ୍ତ କରିପାରିବେ। ଏହି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ପାଇଁ ମୋଟ ୯ ହଜାର ୧୬୨ ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିକାରୀ [...]
ओडिया समाचारଆଜି ଥମିବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ହାଇଭୋଲଟେଜ ପ୍ରଚାର , ୨୦ରେ ଭୋଟ୍
ଭୁବନେଶ୍ୱର – ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଆଜି ସଂଧ୍ୟାରେ ଶେଷ ହେଉଛି। ଆସନ୍ତା ୨୦ ତାରିଖରେ ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ। ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସିକା ଲୋକସଭା ଆସନ ଓ ଏସବୁ ଆସନ ଅଧୀନସ୍ଥ ବିଧାନସଭା ଆସନରେ ଭୋଟ୍ ପଡ଼ିବ । ଏଥିପାଇଁ ଜୋରଦାର ନିର୍ବାଚନ ପ୍ରଚାର କରିଛନ୍ତି ରାଜ୍ୟରେ ତିନି ପ୍ରମୁଖ ରାଜନୈତିକ ଦଳ । [...]
ଖଲ୍ଲିକୋଟ ହିଂସା: ଏସଆଇଟିର ତଦନ୍ତ ଆରମ୍ଭ

ओडिया समाचारଖଲ୍ଲିକୋଟ ହିଂସା: ଏସଆଇଟିର ତଦନ୍ତ ଆରମ୍ଭ
ଭୁବନେଶ୍ୱର – ଖଲ୍ଲିକୋଟ ପ୍ରାକ୍ ନିର୍ବାଚନୀ ହିଂସା ଓ ହତ୍ୟା ମାମଲାର ତଦନ୍ତ ଆରମ୍ଭ କରିଛି ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଟିମ୍ – ଏସଆଇଟି । ଘଟଣାର ତଦନ୍ତ ପାଇଁ ମୃତକଙ୍କ ଗାଁ ଶ୍ରୀକୃଷ୍ଣଶରଣପୁର ଯିବ ଏସଆଇଟି । ମୃତକଙ୍କ ପରିବାରଙ୍କୁ ଭେଟି ପଚରାଉଚରା କରିବ ଟିମ୍ । ଏଣେ ଶ୍ରୀକୃଷ୍ଣଶରଣପୁରରେ ପୋଲିସ ପକ୍ଷରୁ ହୋଇଛି ଫ୍ଲାଗ ମାର୍ଚ୍ଚ କରାଯାଇଛି। ସୂଚନାଯୋଗ୍ୟ ଯେ, ବୁଧବାର ରାତିରେ ନିର୍ବାଚନ ପୋଷ୍ଟର ମାରିବାକୁ କେନ୍ଦ୍ର କରି ବିବାଦ ଉଗ୍ରରୂପ ନେଇଥିଲା । [...]
ବସ୍ରେ ନିଆଁ ଲାଗି ୧୦ ଜୀବନ୍ତ ଦଗ୍ଧ

ओडिया समाचारବସ୍ରେ ନିଆଁ ଲାଗି ୧୦ ଜୀବନ୍ତ ଦଗ୍ଧ
ଚଣ୍ଡିଗଡ଼: ହରିୟାଣାରେ ଏକ ଦୁଃଖଦ ଘଟଣା କ୍ରମେ ଏକ ଚଳନ୍ତା ବସରେ ନିଆଁ ଲାଗି ୧୦ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଶୁକ୍ରବାର ରାତି ପ୍ରାୟ ୧:୩୦ ମିନିଟରେ କୁଣ୍ଡଲି-ମାନେସର-ପାଲୱାଲ ଏକ୍ସପ୍ରେସୱେରେ ଏହି ଦୁର୍ଘଟଣା ଘଟିଥିଲା। ଏହି ହୃଦୟ ବିଦାରକ ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ପ୍ରାଣ ହରାଇଥିବା ବେଳେ ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି | ଘଟଣାସ୍ଥଳରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଡାକ୍ତରଖାନାରେ ୨ ଜଣ ଆଖି ବୁଜିଥିଲେ। ଆହତ ଯାତ୍ରୀଙ୍କ [...]
ओडिया समाचारସ୍ବାତି ମାଲିୱାଲଙ୍କ ବିରୋଧରେ ପାଲଟା ଅଭିଯୋଗ କଲେ କେଜ୍ରିୱାଲଙ୍କ ପିଏ
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ତଥା ଦିଲ୍ଲୀ ମହିଳା କମିଶନର ପୂର୍ବତନ ଅଧ୍ୟକ୍ଷା ସ୍ବାତି ମାଲିୱାଲଙ୍କ ବିରୋଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସହଯୋଗୀ (ପିଏ) ବିଭବ କୁମାର ଏବେ ପାଲଟା ଅଭିଯୋଗ ଦାଖଲ କରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବିଭବ କୁମାର ତାଙ୍କୁ ମାଡ଼ ମାରିଥିଲେ ବୋଲି ମାଲିଓ୍ବାଲ ଅଭିଯୋଗ କରିଥିଲେ । ଏବେ ବିଭବ କୁମାର ମଧ୍ୟ ମାଲିଓ୍ବାଲଙ୍କ ବିରୋଧରେ ଦିଲ୍ଲୀର ସିଭିଲ ଲାଇନ ଥାନାରେ ଅଭିଯୋଗ କରିଛନ୍ତି। ତାଙ୍କ [...]
