न्यूज़रूम ओडिशा
ब्रेकिंग
ओडिया समाचार

ଅଭୟାରଣ୍ୟ, ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ମନା

ଭୁବନେଶ୍ୱର – ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ ରାଜ୍ୟ ସରକାରଙ୍କ କଟକଣା । ରାଜ୍ୟର ଅଭୟାରଣ୍ୟ , ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ପର୍ଯ୍ୟଟକମାନେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର କରିପାରିବେ ନାହିଁ। ଏ ନେଇ ବନ୍ୟପ୍ରାଣୀ ପିସିସିଏଫଙ୍କ ନିର୍ଦ୍ଦେଶନାମା ଜାରି ହୋଇଛି। ଏପ୍ରିଲ୍ ପହିଲାରୁ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ କଟକଣା ଲାଗିବ ।

Admin•4 मार्च 2024
Share Article:

#Odia#Odisha#News
Share Article:

Related Articles