न्यूज़रूम ओडिशा
ब्रेकिंग
ओडिया समाचार

ତିନିଟି ଆସନରେ ବିଜେଡିର ବିଧାନସଭା ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର – ବିଧାନସଭା ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଅଷ୍ଟମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତିନିଟି ଆସନରେ ଦଳ ପ୍ରାର୍ଥୀ ଘୋଷଣା କରିଛି। ଭୋଗରାଇରୁ ଗୈ।ତମ ବୁଦ୍ଧ ଦାସ, ବେଗୁନିଆରୁ ପ୍ରଦୀପ ସାହୁ ଓ ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ନିର୍ବାଚନ ଲଢ଼ିବେ।

Admin•27 अप्रैल 2024
Share Article:

#Odia#Odisha#News
Share Article:

Related Articles