न्यूज़रूम ओडिशा
ब्रेकिंग
ओडिया समाचार

ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ

ପୁରୀ – ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଆସିଲା ନିମନ୍ତ୍ରଣ ପତ୍ର। ଆସନ୍ତା ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ପ୍ରଭୁଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରିଛି ଅଯୋଧ୍ୟା ଅଭ୍ୟର୍ଥନା କମିଟି ଓ ବିଶ୍ବ ହିନ୍ଦୁ ପରିଷଦ । ଆଜି ମହାପ୍ରଭୁଙ୍କ ନିମନ୍ତ୍ରଣ ନିମନ୍ତେ ଗୁଆ, ଅରୁଆ ଚାଉଳ, ଶ୍ରୀଫଳ, ପାନ, ଗାମୁଛା ଓ ନିମନ୍ତ୍ରଣ [...]

Admin•2 जनवरी 2024
Share Article:

ପୁରୀ – ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଆସିଲା ନିମନ୍ତ୍ରଣ ପତ୍ର। ଆସନ୍ତା ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ପ୍ରଭୁଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରିଛି ଅଯୋଧ୍ୟା ଅଭ୍ୟର୍ଥନା କମିଟି ଓ ବିଶ୍ବ ହିନ୍ଦୁ ପରିଷଦ । ଆଜି ମହାପ୍ରଭୁଙ୍କ ନିମନ୍ତ୍ରଣ ନିମନ୍ତେ ଗୁଆ, ଅରୁଆ ଚାଉଳ, ଶ୍ରୀଫଳ, ପାନ, ଗାମୁଛା ଓ ନିମନ୍ତ୍ରଣ ପତ୍ର ନେଇ କମିଟି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ନିମନ୍ତ୍ରଣ କରିଛି ।

#Odia#Odisha#News
Share Article:

Related Articles