न्यूज़रूम ओडिशा
ब्रेकिंग
ओडिया समाचार

ପୂର୍ବତନ ସାଂସଦ ତଥା ବିଧାୟକ ସୁଶ୍ରୀ ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ପୂର୍ବତନ ସାଂସଦ ତଥା ବିଧାୟକ ସୁଶ୍ରୀ ଦେବୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନପ୍ରତିନିଧି ଭାବେ ଲୋକଙ୍କ ସେବା ଓ ଉନ୍ନତିରେ ସୁଶ୍ରୀ ଦେବୀଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ଶୋକବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଆଳିର ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀଙ୍କ ଆଜି ୭୩ ବର୍ଷ ବୟସରେ ଦେହାନ୍ତ ହୋଇଯାଇଥିଲା। [...]

Admin•10 जनवरी 2024
Share Article:

ଭୁବନେଶ୍ୱର – ପୂର୍ବତନ ସାଂସଦ ତଥା ବିଧାୟକ ସୁଶ୍ରୀ ଦେବୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଜନପ୍ରତିନିଧି ଭାବେ ଲୋକଙ୍କ ସେବା ଓ ଉନ୍ନତିରେ ସୁଶ୍ରୀ ଦେବୀଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ଶୋକବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଆଳିର ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀଙ୍କ ଆଜି ୭୩ ବର୍ଷ ବୟସରେ ଦେହାନ୍ତ ହୋଇଯାଇଥିଲା। ସେ ମଧ୍ୟ ରାଜ୍ୟସଭାର ଜଣେ ପୂର୍ବତନ ସଦସ୍ୟା ଥିଲେ। ସୁଶ୍ରୀ ଦେବୀ ମନ୍ତ୍ରୀ ପ୍ରତାପ ଦେବଙ୍କ ମା’ ।

#Odia#Odisha#News
Share Article:

Related Articles