न्यूज़रूम ओडिशा
ब्रेकिंग
ओडिया समाचार

ତିନି ଦିନ ରାଜ୍ୟରେ ଘନ କୁହୁଡି, ଆଜି ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର – ଶୀତ କମିଛି । କିନ୍ତୁ କୁହୁଡି କରୁଛି କଲବଲ । କୁହୁଡି ପାଇଁ ଆଜି ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିଛି ପାଣିପାଗ ବିଭାଗ ।କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ,କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, କଟକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ୨୨ ତାରିଖ ଯାଏ ଘନ କୁହୁଡ଼ି ଆଶଙ୍କା ରହିଛି। ରବିବାର ୧୯ଟି ଓ ସୋମବାର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଥିପାଇଁ [...]

Admin•20 जनवरी 2024
Share Article:

ଭୁବନେଶ୍ୱର – ଶୀତ କମିଛି । କିନ୍ତୁ କୁହୁଡି କରୁଛି କଲବଲ । କୁହୁଡି ପାଇଁ ଆଜି ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିଛି ପାଣିପାଗ ବିଭାଗ ।କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ,କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, କଟକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ୨୨ ତାରିଖ ଯାଏ ଘନ କୁହୁଡ଼ି ଆଶଙ୍କା ରହିଛି।

ରବିବାର ୧୯ଟି ଓ ସୋମବାର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଥିପାଇଁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ଜିଲ୍ଲା ପ୍ରଶାସନ ଗୁଡିକୁ କହିଛନ୍ତି। କୁହୁଡି ଜନିତ ଦୁର୍ଘଟଣା ଏଡ଼ାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି।

#Odia#Odisha#News
Share Article:

Related Articles